୨୪ ଘଣ୍ଟାରେ ପ୍ରବଳ ବର୍ଷିବ: ଏହି ସବୁ ଜିଲ୍ଲା ସାବଧାନ!
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ଜିଲ୍ଳାର ପ୍ରବଳ ବର୍ଷ ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ଜିଲ୍ଳାର ପ୍ରବଳ ବର୍ଷ ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ନବରଙ୍ଗପୁର ଆଦି ଜିଲ୍ଲାର ପାଇଁ ସତର୍କ ସୂଚନା ଦିଆଯାଇଛି।
ସେହିପରି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, କନ୍ଧମାଳ, ବୌଦ୍ଧ, କଳାହାଣ୍ଡି ଓ ଗଞ୍ଜାମରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଉକ୍ତ ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେପଟେ ରାଜଧାନୀ ଭୁବନେଶ୍ବରର ପ୍ରବଳ ବର୍ଷ ସହିତ ପବନ ହୋଇଥିବା ଦେଖିବାକୁ ମିଳିଛି।












Click it and Unblock the Notifications