ଆଜି ଏହି ସବୁ ଜିଲ୍ଲାରେ ହୋଇପାରେ ଘଡ଼ଘଡ଼ି ପ୍ରବଳ ବର୍ଷା

ଆଜି ମଧ୍ୟ ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଭୁବନେଶ୍ୱର: ଦିନ ବେଳା ତାପମାତ୍ର ବଢି ଚାଲିଥିବା ବେଳେ ରାତିରେ ସ୍ଥିର ରହୁଛି । ଆଭ୍ୟନ୍ତରଣୀ ଓଡିଶାରେ କେତେକ ସ୍ଥାନରେ ମଧ୍ୟ ଗଲା କିଛି ଦିନ ହେବ ବର୍ଷୁଛି । ତେବେ ଆଜି ମଧ୍ୟ ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତ ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Odisha Weather Update

ଦକ୍ଷିଣ ଓଡ଼ିଶାର ୪ ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସତର୍କ ସୂଚନା ଜାରି କରିଛି ।

ଦକ୍ଷିଣ ଓଡ଼ିଶାର କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ରାୟଗଡ଼ା ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି । ପାଗକୁ ଦେଖି ଲୋକ ଘରୁ ବାହାରିବା ସହ ବଜ୍ରପାତ ବେଳେ ସୁରକ୍ଷିତ ସ୍ଥାନରେ ରହିବା ନେଇ ସୂଚନା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+