ତାତିରେ ଲାଗିବ ବ୍ରେକ୍! ଆଜିଠୁ ରାଜ୍ୟରେ ବଦଳିବ ପାଗ

Odisha Weather: ତାତିରେ ଲାଗିବ ବ୍ରେକ୍ । ସାରା ରାଜ୍ୟରେ ଆଜିଠୁ ପାଗ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି, ତାପମାତ୍ରା କମିବା ସହ କାଳବୈଶାଖୀ ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।ରାଜ୍ୟରେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବ ରହିବ ଏହି ସମୟରେ ବିଜୁଳି, ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।

Odisha Weather

ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ, ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀର ପ୍ରଭାବ ଦେଖିବା ପାଇଁ ମିଳିବ । ଓଡ଼ିଶା ଉପକୂଳସ୍ଥ ବଙ୍ଗୋପସାଗର ଆସିବା ସହ ଉପରି ଭାଗରେ ନିମ୍ନ ଚାପା ରେଖାର ଉପସ୍ଥିତି କାଳବୈଶାଖୀ ପାଇଁ ଅନୁକୂଳ ରହିବ । ଯାହା ଉତ୍ତମ ବାୟୁମଣ୍ତଳ ସଂସ୍ପର୍ଶରେ ଆଜି ପବନ ସହ ବର୍ଷା କରାଇବ । ଆଜି ପାଇଁ ସୁନ୍ଦରଗଡ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର ଆଜି ଜିଲ୍ଲାରେ ପବନ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+