Odisha Weather: ବର୍ଷା-ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି

ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଲା- କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, ଯାଜପୁର, ବାଲେଶ୍ବର ଓ କଟକ । ଏହି ଜିଲ୍ଲାମାନଙ୍କରେ ଘଣ୍ଟା ପ୍ରତି ୪୦ରୁ ୬୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେହିପରି କନ୍ଧମାଳ, କଳାହାଣ୍ଡି, ସୋନପୁର, ବୌଦ୍ଧ, ବଲାଙ୍ଗୀର, ଝାରସୁଗୁଡ଼ା, ସୁନ୍ଦରଗଡ଼, ପୁରୀ, ମାଲକାନାଗିରି, ସମ୍ବଲପୁର ଓ ଦେବଗଡ ଆଦି ଜିଲ୍ଲାକୁ ମଧ୍ଯ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Odisha Weather

ଏହି ଜିଲ୍ଲାମାନଙ୍କରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+