Odisha Weather: ପ୍ରବଳ ବର୍ଷା ନେଇ କାଲି ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ପ୍ରବଳ ବର୍ଷା ନେଇ କାଲି ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ ।
ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼କୁ ୱାର୍ଣ୍ଣିଂ। ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ବଜ୍ରପାତ ହେବାର ସମ୍ଭାବନା ।













Click it and Unblock the Notifications