ଗୁଜରାଟ ଭଳି ଓଡ଼ିଶାର ମଧ୍ୟ ବିକାଶ ହେବ ; ଅମିତ୍ ଶାହ
ପାରାଦୀପରେ ଗୃହ ମନ୍ତ୍ରୀ ଅମିତ ଶାହଙ୍କ ସମ୍ବୋଧନ । ଆପଣମାନଙ୍କ ଆଶୀର୍ବାଦରେ ବିଜେପି ଓଡ଼ିଶାରେ ଶାସନ କରୁଛି । ବିଜେପି ସରକାର ସଠିକ୍ ଦିଗରେ ଓଡ଼ିଶାକୁ ଆଗେଇ ନେଉଛି । ଗୁଜରାଟ ଭଳି ଓଡ଼ିଶାର ମଧ୍ୟ ବିକାଶ ହେବ । ଗୁଜରାଟ ଭଳି ଓଡ଼ିଶାର ପ୍ରତିଟି ଗାଁରେ ଡାଏରୀ ପହଞ୍ଚିବ। ୩୬ ଲକ୍ଷ ଗ୍ରାମୀଣ ମହିଳା ଅମୁଲକୁ ଆନ୍ଦୋଳନରେ ପରିଣତ କରିଛନ୍ତି । ଓଡ଼ିଶାରେ ବି ଗ୍ରାମୀଣଙ୍କ ଜନଜୀବନକୁ ସମୃଦ୍ଧ କରାଯିବ । ବିକଶିତ ରାଜ୍ୟ ମଧ୍ୟରେ ଓଡ଼ିଶା ବି ସ୍ଥାନ ପାଇବ ।













Click it and Unblock the Notifications