ଓଡ଼ିଶାରେ ହେବ ଆଇଟି ହବ, ସୂଚନା ଦେଲେ ଅଶ୍ୱିନୀ ବୈଷ୍ଣବ

Odisha News: ଆସନ୍ତା ଦୁଇ ତିନି ବର୍ଷ ମଧ୍ୟରେ ଓଡ଼ିଶାରେ ହେବ ଆଇଟି ହବ । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ସେମିକଣ୍ତକ୍ଟର, ଏଆଇ କ୍ଷେତ୍ର ପାଇଁ ଯୁବକ ଏବଂ ଯୁବତୀଙ୍କୁ ପ୍ରଶିକ୍ଷଣ ଦିଆଯିବ । ତେବେ ଆଇଟି ହବ ନେଇ ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ହୋଇଥିବା ନେଇ ସୂଚନା ଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ ।

Odisha IT Hub

ସେହିପରି ରାଜ୍ୟରେ ରେଳବାଇ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ର ସରକାରଙ୍କ ମଧ୍ୟରେ ଆଲୋଚନା ହୋଇଛି । ତେବେ ଓଡ଼ିଶାରେ ବିଜେପି ସରକାର ଆସିବା ପରେ ୧ଲକ୍ଷ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କରାଯାଇଥିଲା ।ଯାହା ମଧ୍ୟରୁ ଅନେକର କାର୍ଯ୍ୟ ଆରମ୍ଭ ହୋଇସାରିଛି ଏବଂ ଆଗକୁ ଅନେକ ନୂଆ ନୂଆ ପ୍ରକଳ୍ପର କାର୍ଯ୍ୟ ଆରମ୍ଭ ହେବା ନେଇ ସୂଚନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+