ଯଦି ମିଶିକି ବିରୋଧୀ ଯୋଗ୍ୟ ପ୍ରାର୍ଥୀ ଚୟନ କରନ୍ତି ଓଡିଶା ଲାଭବାନ ହେବ;ଭକ୍ତ ଦାସ
ରାଜ୍ୟସଭା ନିର୍ବାଚନ ନେଇ କାଲିର କଥାକୁ ଦୋହରାଇଲେ ପିସିସି ସଭାପତି ଭକ୍ତ ଦାସ । ଚତୁର୍ଥ ଆସନ ପାଇଁ କାହା ପାଖରେ ସଂଖ୍ୟା ନାହିଁ କହିଲେ ଭକ୍ତ । ସେ ଆହୁରି କହିଛନ୍ତି ଯେ ଆମ ପାଖରେ ସଂଖ୍ୟା ନାହିଁ କି ବିଜେଡି ପାଖରେ ସଂଖ୍ୟା ନାହିଁ । ଯଦି ମିଶିକି ବିରୋଧୀ ଯୋଗ୍ୟ ପ୍ରାର୍ଥୀ ଚୟନ କରନ୍ତି ଓଡିଶା ଲାଭବାନ ହେବ ।

ସେପଟେ, ଜଗତସିଂହପୁର ଜିଲ୍ଲା ଢିଙ୍କିଆ ଚାରିଦେଶରେ କଂଗ୍ରେସ ଟିମ୍ । ପ୍ରଭାରୀ ଅଜୟ ଲଲୁଙ୍କ ନେତୃତ୍ୱରେ ନୂଆଗାଁରୁ ଢିଙ୍କିଆ ପର୍ଯ୍ୟନ୍ତ ଟିମ୍ର ପଦଯାତ୍ରା । ଏହି ପଦଯାତ୍ରାରେ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ସମେତ ବରିଷ୍ଠ ନେତା ସାମିଲ ହୋଇଛନ୍ତି ।
More From
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications