ପୁଣି ଭିଜିବ ଓଡ଼ିଶା ; ଆଉ ଏକ ଲଘୁଚାପ ସମ୍ଭାବନା

ଆସୁଛି ଆଉ ଏକ ଲଘୁଚାପ । ପୁଣି ଭିଜିବ ଓଡିଶା । ୫ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ଦକ୍ଷିଣ ଓଡିଶା ସମେତ ଆନ୍ଧ୍ରରେ ବର୍ଷା ସମ୍ଭାବନା ରହିଛି । ୮ ରୁ ୧୧ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଉପକୂଳରେ ବର୍ଷା ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଜ୍ଞାନୀ ସୁରେନ୍ଦ୍ରନାଥ ପଶୁପାଳକଙ୍କ ପକ୍ଷରୁ ଶୁକ୍ରବାର ସୂଚନା ମିଳିଛି ।

rain
ସେହିପରି ୭ ଦିନ ମଧ୍ୟରେ ଲଘୁଚାପ ହେବାର ସମ୍ଭାବନା ନାହିଁ । ଏନେଇ ସୂଚନା ଦେଇଛନ୍ତି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି । ୩ରୁ ୫ ତାରିଖ ପର୍ଯ୍ୟନ୍ତ ପାଗ ମୁଖ୍ୟତଃ ଶୁଖିଲା ରହିବ । ୬ ଓ ୭ରେ ଉପକୂଳ ଜିଲାର କିଛି ସ୍ଥାନରେ ହାଲୁକା ବର୍ଷା ହୋଇପାରେ ବୋଲି ସୂଚନା ମିଳିଛି ।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+