ଆଜିଠୁ ଅନଲାଇନରେ ମିଳିବ ମଦ; ଜାଣନ୍ତୁ, କେମିତି କରିବେ ଅର୍ଡର ?
ଆଜିଠୁ ରାଜଧାନୀ ଭୁବନେଶ୍ୱରରେ ଅନଲାଇନରେ ମିଳିବ ମଦ। ଅନଲାଇନରେ ମଦ ବିକ୍ରି ହେବା ନେଇ ଖୋର୍ଦ୍ଧା ଜିଲ୍ଲାପାଳ ଅନୁମତି ପ୍ରଦାନ କରିଛନ୍ତି।
ଭୁବନେଶ୍ୱର: ଆଜିଠୁ ରାଜଧାନୀ ଭୁବନେଶ୍ୱରରେ ଅନଲାଇନରେ ମିଳିବ ମଦ। ଅନଲାଇନରେ ମଦ ବିକ୍ରି ହେବା ନେଇ ଖୋର୍ଦ୍ଧା ଜିଲ୍ଲାପାଳ ଅନୁମତି ପ୍ରଦାନ କରିଛନ୍ତି। ଫୋନରୁ ମେସେଜ୍ କରି କିମ୍ବା ହ୍ୱାଟସଆପ୍ ଦ୍ୱାରା ମଦ ଅର୍ଡର କରିହେବ। ଏଥିପାଇଁ ସୋମବାର ଠାରୁ ଶୁକ୍ରବାର ପର୍ଯ୍ୟନ୍ତ ସକାଳ 7ଟାରୁ ସନ୍ଧ୍ୟା 5ଟା ସମୟ ଧାର୍ଯ୍ୟ କରାଯାଇଛି।

ସମସ୍ତ କୋଭିଡ୍ ନିୟମକୁ ମାନିବାକୁ ବାଧ୍ୟତାମୂଳକ କରାଯାଇଛି। ତେବେ ମଦ ନେବା ଆଣିବା ସମୟରେ କର୍ମଚାରୀମାନେ ଦୋକାନ ପରିଚୟ ପତ୍ର ଦେଖାଇ ପାରିବେ। ଓଡ଼ିଶା ପାନୀୟ ନିଗମ ଗୋଦାମରୁ ମଦ ଉଠାଇବା ପାଇଁ ନିୟମାବଳୀ କରାଯାଇଛି। ଗୋଦାମରେ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ କେଉଁଦିନ କେଉଁ ମଦ ଅର୍ଡର କରିପାରିବେ ତାହାର ଏକ ଲିଷ୍ଟ ପ୍ରସ୍ତୁତ କରାଯାଇଛି।
More From
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ












Click it and Unblock the Notifications