ତାତିରୁ ମିଳିବ ତ୍ରାହି: କାଳବୈଶାଖୀ ପାଇଁ ୧୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ତାତିରୁ ମିଳିବ ତ୍ରାହି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କାଳବୈଶାଖୀ ସମ୍ଭାବନା ରହିଛି । ଏଥିପାଇଁ ୧୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଭୁବନେଶ୍ୱର: ତାତିରୁ ମିଳିବ ତ୍ରାହି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କାଳବୈଶାଖୀ ସମ୍ଭାବନା ରହିଛି । ଏଥିପାଇଁ ୧୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

weather report

ତେବେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ । ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୪୦ ଉପରେ ରହିଲେ ମଧ୍ୟ ତାହା ସ୍ବାଭାବିକ । ୧୯ ତାରିଖ ପର୍ଯ୍ୟନ୍ତ ଉତ୍ତର ଉପକୂଳ ସହ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘଡ଼ଘଡ଼ି ଓ ବିଜୁଳି ସହ ବର୍ଷା ହୋଇପାରେ ।

୨୪ ଘଣ୍ଟା ଭିତରେ କାଳବୈଶାଖୀ ପାଇଁ ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଯାଜପୁର, ମୟୁରଭଞ୍ଜ, କୋରାପୁଟ ଆଦି ଜିଲ୍ଲାକୁ ଆଲର୍ଟ ଜାରି ହୋଇଛି । ଆସନ୍ତାକାଲି ପାଇଁ ୧୬ ଜିଲ୍ଲା, ୧୭ ତାରିଖରେ ୧୮ ଜିଲ୍ଲା ଓ ୧୮ ତାରିଖରେ ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+