୨୧ରୁ ଆରମ୍ଭ ହେବ ଓଡ଼ିଶାର କୃଷି ମହାକୁମ୍ଭ କୃଷି ଓଡ଼ିଶା ୨୦୨୬, ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

୨୧ରୁ ଆରମ୍ଭ ହେବ ଓଡ଼ିଶାର କୃଷି ମହାକୁମ୍ଭ କୃଷି ଓଡ଼ିଶା ୨୦୨୬ । ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ଉଦ‌ଯାପନୀରେ ଯୋଗ ଦେବେ ରାଜ୍ୟପାଳ କେ.ହରିବାବୁ କମ୍ଭମପାଟି। ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ସୂଚନା । ବରମୁଣ୍ଡା ବିଜୁ ପଟ୍ଟନାୟକ ଖେଳ ପଡ଼ିଆରେ କୃଷି ମହାକୁମ୍ଭ । କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଆୟୋଜିତ । ଚଳିତ ବର୍ଷର ଥିମ୍ "ଅନ୍ତର୍ଭୁକ୍ତିକରଣ ମାଧ୍ୟମରେ ସହନଶୀଳ କୃଷି" । ରାଜ୍ୟର ୮୧୬୪ ମତ୍ସ୍ୟଚାଷୀ ଓ ପ୍ରାଣୀପାଳକ ଯୋଗ ଦେବେ । ପ୍ରତ୍ୟେକ ଉପଖଣ୍ଡରୁ ୬ ଜଣ, ମୋଟ ୩୪୮ ଜଣ ସମ୍ବର୍ଦ୍ଧିତ ହେବେ । ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗର ୨୦ ଅଧିକାରୀ ସମ୍ମାନିତ ହେବେ ।

mohanmajhi
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+