ଆଜିଠୁ ପୁଣି ଖୋଲିଲା ଶିମିଳିପାଳ ଜାତୀୟ ଅଭୟାରଣ୍ୟ
ବାରିପଦା: ଏସିଆ ମହାଦଶର ଦ୍ୱିତୀୟ ବୃହତ୍ତମ ଜୈବମଣ୍ତଳ ହେଉଛି ଶିମିଳିପାଳ ଜାତୀୟ ଉଦ୍ୟାନ । ପର୍ଯ୍ୟଟକଙ୍କ ପାଇଁ ଆଜିଠୁ ପୁଣି ଖୋଲିଲା ଜାତୀୟ ଉଦ୍ୟାନ । ତେବେ ମୌସମୀ ଋତୁ ପାଇଁ ପ୍ରାୟ ୫ ମାସ ପାଇଁ ବନ୍ଦ ରୁହେ ଏହି ଅଭୟାରଣ୍ୟ ।
ସୂଚନା ଅନୁସାରେ,ଏହା ସକାଳ ୬ଟାରୁ ୯ଟା ପର୍ଯ୍ୟନ୍ତ ପର୍ଯ୍ୟଟକମାନଙ୍କ ପାଇଁ ଖୋଲିଯିବ । ଯଶିପୁର ପାର୍ଶ୍ୱରୁ କଳିଆଣି ଗେଟ୍ ଦେଇ ୩୫ଟି ଗାଡ଼ି ଯିବା ନେଇ ଅନୁମତି ରହିଛି । ସେହିପରି ବାରିପଦା ଲୁଲୁଙ୍ଗ ଗେଟ୍ ଦେଇ ୨୫ଟି ଗାଡ଼ି ଉଭୟାରଣ୍ୟ ଭିତରକୁ ପ୍ରବେଶ କରିପାରିବ । ସେହିପରି ବରେହିପାଣି ଏବଂ ଜରନ୍ଦାରୁ ଅପରାହ୍ନ ୩ଟା ସୁଦ୍ଧା ସମସ୍ତ ପର୍ଯ୍ୟଟକ ମାନଙ୍କୁ ଅଭୟାରଣ୍ୟ ଛାଡିବା ପାଇଁ ପଡିବ ।

ପର୍ଯ୍ୟଟଙ୍କ ସୁବିଧା ପାଇଁ କର୍ତ୍ତୃପକ୍ଷ ବ୍ୟାପକ ବ୍ୟବସ୍ଥା କରିଛନ୍ତି । ଉଦ୍ୟାନ ମଧ୍ୟକୁ କୌଣସି ପ୍ଲାଷ୍ଟିକ୍ ସାମଗ୍ରୀ ନେବା ମନା । ଏହାକୁ ପ୍ଲାଷ୍ଟିକ୍ ମୁକ୍ତ ଅଞ୍ଚଳ ଭବେ ଘୋଷଣା କରାଯାଇଛି । ତେବେ ସରକାରଙ୍କ ପକ୍ଷରୁ ସ୍ଥାନୀୟ ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କୁ ନିୟୋଜିତ କରାଯାଇ ବିଭିନ୍ନ ରନ୍ଧାଖାଦ୍ୟର ବ୍ୟବସ୍ଥା କରାଯାଇଛି ।
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
ଭାରତରେ ମହିଳା କଣ୍ଠଶିଳ୍ପୀଙ୍କ ଗୀତ ଖୁବ୍ କମ୍ ଦେଖିବାକୁ ମିଳିଥାଏ ,ଜାଣନ୍ତୁ କାହିଁକି ଏମିତି କହିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ର











Click it and Unblock the Notifications