OJEE: ପ୍ରକାଶ ପାଇଲା ଓଜେଇଇ ରେଜଲ୍ଟ
ପ୍ରକାଶ ପାଇଲା ଓଡ଼ିଶା ମିଳିତ ପ୍ରବେଶିକା ପରୀକ୍ଷା (OJEE) ରେଜଲ୍ଟ । ବି.ଫାର୍ମାରେ ସାଗରିକା ଦାଶ ଟପ୍ପର । ଏଲ୍ଇ. ଟେକ୍ (ଡିପ୍ଲୋମା)ରେ ବିଲଟୁ ମଣ୍ଡଳ ଟପ୍ପର। ଏମ୍ବିଏରେ ସୂର୍ଯ୍ୟକାନ୍ତ ପୃଷ୍ଟି, ଏମ୍. ଫାର୍ମାରେ ପଦ୍ମାଳୟା ମିଶ୍ର ଟପ୍ପର । MCA/M.SC କମ୍ପୁଟର ସାଇନ୍ସରେ ବ୍ରହ୍ମାନନ୍ଦ ମହାରଣା ଟପ୍ପର ।

www.ojee.nic.inରେ ରେଜଲ୍ଟ ଉପଲବ୍ଧ ହୋଇଛି । ଛାତ୍ରଛାତ୍ରୀମାନେ ଏହି ୱେସାଇଟକୁ ଯାଇ ନିଜର ରେଜଲ୍ଟ ଜାଣିପାରିବେ । ଏଥିରେ ପୁରା ରାଙ୍କ କାର୍ଡ ଉପଲବ୍ଧ ।
More From
-
ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦି, କହିଦେଲେ.. -
ଯୁଦ୍ଧ ବନ୍ଦ ପାଇଁ ଆମେରିକା ଆଗରେ ଏହି ୩ ସର୍ତ୍ତ ରଖିଲା ଇରାନ -
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିରୋଧରେ ଥାନାରେ ଏତଲା -
ଟିଏମସି ପ୍ରତିନିଧିଙ୍କୁ ସମୟ ଦେଲେନି ରାଷ୍ଟ୍ରପତି -
ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା -
ଫାରୁକ୍ ଅବ୍ଦୁଲ୍ଲାଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା -
ଆସନ୍ତା ୧୫ରୁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା! -
ମିଳୁନି ସିଲିଣ୍ଡର ; ଘରେ ଲୁଚାଇ ରଖିଥିଲେ ୫୫ ଗ୍ୟାସ୍ ସିଲିଣ୍ଡର, ଜବତ କଲା ପ୍ରଶାସନ -
ଯୁଦ୍ଧ ପ୍ରଭାବ ; ମହଙ୍ଗା ହେବ ପାଣି, ବଢିଲା ଠିପି ଦର -
କ୍ରସ ଭୋଟିଂ ଭୟ: ବେଙ୍ଗାଳୁରୁ ଗଲେ କଂଗ୍ରେସ ବିଧାୟକ -
ପୁଣି ଆଫଗାନିସ୍ତାନ ଉପରେ ପାକିସ୍ତାନର ଆକ୍ରମଣ, ଅନେକ ମୃତାହତ -
ହର୍ମୁଜ ପ୍ରଣାଳୀ ବନ୍ଦ ରହିବା ଉଚିତ୍- ମୋଜତାବା












Click it and Unblock the Notifications