ନବୀନଙ୍କ ସ୍ୱାସ୍ଥ୍ୟବସ୍ଥା ନେଇ ପ୍ରତିକ୍ରିୟା ରଖିଲେ ବଡ଼ ଭାଇ ପ୍ରେମ ପଟ୍ଟନାୟକ, କହିଲେ ଅପରେସନ୍‌ ପରେ..

ଅସ୍ତ୍ରୋପଚାର ପରେ ସୁସ୍ଥ ଅଛନ୍ତି ନବୀନ । ଆଜି ଅଳ୍ପ ଚଲାବୁଲା କରିଛନ୍ତି । ନବୀନଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଚିନ୍ତା କରିଥିବାରୁ ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ନବୀନଙ୍କ ବଡଭାଇ ପ୍ରେମ ପଟ୍ଟନାୟକ। ଓଡ଼ିଶାବାସୀଙ୍କ ଆଶୀର୍ବାଦରୁ ସେ ଖୁବଶୀଘ୍ର ଆରୋଗ୍ୟ ଲାଭ କରିବେ ବୋଲି ସେ କହିଛନ୍ତି ।

Naveen s

ସୂଚନାଯୋଗ୍ୟ : ୨୨ତାରିଖରେ ମୁମ୍ବାଇ କୋକିଳାବେନ ଧୀରୁ ଭାଇ ଅମ୍ବାନୀ ହସପିଟାଲରେ ହେବ ଅସ୍ତ୍ରୋପଚାର ଚିକିତ୍ସା । ଏଥିପାଇଁ ମୁମ୍ବାଇରେ ଡାକ୍ତରଙ୍କ ସହ ଯୋଗାଯୋଗରେ ଅଛନ୍ତି ପ୍ରଖ୍ୟାତ ହୃଦରୋଗ ବିଶେଷଜ୍ଞ ଡାକ୍ତର ରମାକାନ୍ତ ପଣ୍ଡା।

ନବୀନଙ୍କ ପାଇଁ ଚାରିଆଡ଼ୁ ଛୁଟିଥିଲା ଆଶୁ ଆରୋଗ୍ୟ କାମନା । ନବୀନ ନିବାସରେ ମହିଳା ନେତ୍ରୀ ମାନେ କଳସ ବସାଇ, ଶଙ୍ଖ ହୁଳହୁଳି ପକାଇ ଶୁଭ ମନାସିଥିଲେ । ସେହିପରି ବିମାନବନ୍ଦରରେ ବିଜେଡିର ବରିଷ୍ଠ ନେତା ଉପସ୍ଥିତ ରହି ନବୀନଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ । ଏୟାରପୋର୍ଟରେ ବିଜେଡି ନେତା ଓ କର୍ମୀଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+