Olive Ridley : ଅଲିଭ ରିଡଲେ କଇଁଛ ଛୁଆଙ୍କ ସମୁଦ୍ର ମଧ୍ୟକୁ ଯିବା ପ୍ରକ୍ରିୟା ଆରମ୍ଭ

ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଣ ସମୂଦ୍ର ଉପକୂଳରେ ଲକ୍ଷ ଲକ୍ଷ ସଂଖ୍ୟାରେ ଅଲିଭ ରିଡଲେ କଇଁଛ ଛୁଆ ସମୁଦ୍ର ମଧ୍ୟକୁ ଯିବା ଆରମ୍ଭ କରିଛନ୍ତି। କିଛିଦିନ ପୂର୍ବେ ଏହି କଇଁଛଙ୍କ ଅଣ୍ଡା ଫୁଟିବା ପ୍ରକ୍ରିୟା ଆରମ୍ଭ ହୋଇଥିଲା। ତେବେ ସମୁଦ୍ର ମଧ୍ୟକୁ ଯିବା ପ୍ରକ୍ରିୟା ୪ରୁ ୫ ଦିନ ପର୍ଯ୍ୟନ୍ତ ଚାଲିବ ବୋଲି ଜଣାପଡିଛି। ଶିକାରୀ ଓ ପଶୁଙ୍କ କବଳରୁ କଇଁଛ ଛୁଆଙ୍କୁ ରକ୍ଷା କରିବା ଲାଗି ଋଷିକୁଲ୍ୟା ମୁହାଣର ଉଭୟ ପାର୍ଶ୍ୱରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି।

Olive Ridley turtle hatchlings begin their journey into the ocean

ସୂଚନାଯୋଗ୍ୟ, ଚଳିତ ବର୍ଷ ଋଷିକୁଲ୍ୟା ମୁହାଣ ସଂଲଗ୍ନ ବାଲୁକା ଶଯ୍ୟାରେ ଅଲିଭ୍ ରିଡ୍‌ଲେ କଇଁଛ ଦୁଇଟି ପର୍ଯ୍ୟାୟରେ ରେକର୍ଡ ସଂଖ୍ୟକ ୯ ଲକ୍ଷରୁ ଅଧିକ ଗଣ ଅଣ୍ଡାଦାନ କରିଥିଲେ। ଫେବ୍ରୁଆରି ୧୬ରୁ ୨୩ ମଧ୍ୟରେ ପ୍ରଥମ ପର୍ଯ୍ୟାୟରେ ୬ ଲକ୍ଷ ୯୮ ହଜାର ମାର୍ଚ୍ଚ ୨୨ରୁ ୨୭ତାରିଖ ପର୍ଯ୍ୟନ୍ତ ଦ୍ବିତୀୟ ପର୍ଯ୍ୟାୟରେ ୨ ଲକ୍ଷ ୫ ହଜାର କଇଁଛ ଗଣଅଣ୍ଡାଦାନ କରିଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+