ଓଲିଉଡ୍ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ମୃତ୍ୟୁ ଘଟଣା; ହ୍ୟୁମାନଙ୍କ ୨ ମ୍ୟାନେଜରଙ୍କ ନାଁରେ ଟାଉନ୍ ଥାନାରେ ଏତଲା
ଓଲିଉଡ୍ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ମୃତ୍ୟୁ ଘଟଣା । ହ୍ୟୁମାନଙ୍କ ୨ ମ୍ୟାନେଜରଙ୍କ ନାଁରେ ଟାଉନ୍ ଥାନାରେ ଏତଲା। ମ୍ୟାନେଜର ଦିନେଶ ବେହେରା ଓ ପ୍ରଶାନ୍ତ ବେହେରାଙ୍କ ନାଁରେ ଏତଲା। ଷଡ଼ଯନ୍ତ୍ର କରି ହ୍ୟୁମାନଙ୍କୁ ମାରି ଦିଆଯାଇଥିବା ଅଭିଯୋଗ । ବିଭିନ୍ନ ସଂଗଠନ ପକ୍ଷରୁ ଉଭୟଙ୍କ ନାଁରେ ଥାନାରେ ଏତଲା। ହ୍ୟୁମାନଙ୍କ ମା'ଙ୍କୁ ଦୁର୍ବ୍ୟବହାର ଘଟଣାକୁ ବି ବିରୋଧ।













Click it and Unblock the Notifications