Get Updates
Get notified of breaking news, exclusive insights, and must-see stories!

ବଜାରକୁ ଆସିବ ଓମଫେଡ୍‌ ବ୍ରାଣ୍ଡ୍‌ର ଚକୋଲେଟ୍‌

ଓଡ଼ିଶା ଷ୍ଟେଟ୍ କର୍ପୋରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେଶନ୍ (ଓମଫେଡ୍) ଜଲଦି ଚକୋଲେଟ ମାର୍କେଟରେ ପ୍ରବେଶ କରିବାକୁ ଯାଉଛି । ଓମଫେଡ ମ୍ୟାନେଜିଙ୍ଗ ଡିରେକ୍ଟର ବିଜୟ ଅମୃତ କୁଲାଙ୍ଗେ, ଏ ନେଇ ସୂଚନା ଦେଇଛନ୍ତି ।

Omfed brand chocolate

ଏହାର ପ୍ରୋଜେକ୍ଟ ଡିଜାଇନ୍ ନ୍ୟାଶନାଲ ୍ଡେରି ଡେଭଲପମେଣ୍ଟ ବୋର୍ଡ ପକ୍ଷରୁ କରାଯାଇଛି । କ୍ୟାପିଟାଲ ଇନଭେଣ୍ଟମେଣ୍ଟ ପାଇଁ ଡିଟେଲ୍ଡ ପ୍ରୋଜେକ୍ଟ ରିପୋର୍ଟ (ଡିପିଆର) ଓଡ଼ିଶା ସରକାରଙ୍କୁ ପ୍ରଦାନ କରାଯାଇଛି ।

ଓମଫେଡ୍ ପାଣି ବୋତଲ ମଧ୍ୟ ବିକ୍ରି କରିବାକୁ ଅଣ୍ଟା ଭିଡ଼ିଛି । ଆସନ୍ତା ୪ ମାସ ଭିତରେ ଓଡ଼ିଶା ବଜାରେ ପାଣି ବିକ୍ରି ଆରମ୍ଭ କରିଦେବ ଓମଫେଡ୍ । ଏହାଛଡ଼ା ବର୍ଷକ ଭିତରେ ଓମଫେଡ୍ ୧୦ ଲକ୍ଷ ଲିଟର ଦୁଗ୍ଧ ଉତ୍ପାଦନ ବୃଦ୍ଧି କରିବା ନେଇ ଯୋଜନା ପ୍ରସ୍ତୁତ କରିଛି ।

ଏହାଛଡ଼ା ଘିଅ ଉତ୍ପାଦନ ବୃଦ୍ଧି କରିବା ନେଇ ଆଗାମୀ ଦିନରେ ଓମଫେଡ୍ ଯୋଜନା ରଖିଛି ।ମାସକୁ ଓମଫେଡ୍ ୧୨୦ ଟନ୍ ଘିଅ ଉତ୍ପାଦନ କରୁଛି । ରାଜ୍ୟର ବହୁ ବଡ଼ ବଡ଼ ମନ୍ଦିରରେ ଏହି ଘିଅ ବ୍ୟବହାର କରାଯାଇଥାଏ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+