ଏହି ଦିନ ଓଡ଼ିଶା ଗସ୍ତରେ ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବିଭିନ୍ନ ପ୍ରକଳ୍ପର କରିବେ ଶିଳାନ୍ୟାସ

ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ଆସନ୍ତା ୨୩ ତାରିଖରେ ଓଡିଶା ଗସ୍ତରେ ଆସୁଛନ୍ତି ମହାମହିମ । ଏହି ଅବସରରେ ଅନେକ ପ୍ରକଳ୍ପର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି।

President Draupadi Murmu

ଖବର ଅନୁଯାୟୀ, ବୁଧବାର ୧୦ଟାରେ ସମୟରେ ରାଷ୍ଟ୍ରପତି ବାଙ୍ଗିରିପୋଷି ଷ୍ଟେସନରେ ପହଁଞ୍ଚିବେ । ଏହି ଗସ୍ତ ଅବସରରେ ୩ଟି ରେଳଲାଇନ୍‌ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ସେହିପରି ରାଷ୍ଟ୍ରପତି ଦୌପ୍ରଦୀ ମୁର୍ମୁ ଗସ୍ତରେ ବାଙ୍ଗିରିପୋଷି-ଗୋରୁମହଁଷିଆଣି, ଚକୁଲିଆଣି-ବୁଢ଼ିଆଣି, ବାଦାମପାହାଡ଼-କେନ୍ଦୁଝରଗଡ଼ ପ୍ରକଳ୍ପର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି।

ଅନ୍ୟପଟେ ରାଷ୍ଟ୍ରପତି ନିଜ ଗସ୍ତ ଅବସରରେ ପୁରୀ ଯିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+