Get Updates
Get notified of breaking news, exclusive insights, and must-see stories!

ଗାଡ଼ିର ବୈଧ କାଗଜପତ୍ର କରାଇବା ପାଇଁ ମାସେ ସମୟ ଅବଧି

ଗାଡ଼ିର ବୈଧ କାଗଜପତ୍ର କରାଇବା ପାଇଁ ମାସେ ସମୟ ଅବଧି । ଏନେଇ ସୂଚନା ଦେଲେ ପରିବହନ ମନ୍ତ୍ରୀ ବିଭୂତି ଜେନା। ଏହି ଅବଧି ମଧ୍ୟରେ RC, ଫିଟନେସ୍‌, PUC, ବୀମା ଆଦି କରାଇ ନିଅନ୍ତୁ' ।

bibhuti njena

ପୂର୍ବରୁ ଜାନୁଆରି ୧ରୁ କଡ଼ାକଡ଼ି ଭାବେ ପେଟ୍ରୋଲ ପମ୍ପରେ ଗାଡ଼ିର ପ୍ରଦୂଷଣ ଯାଞ୍ଚ ହେବାର ନିୟମ ଥିଲା । ନିୟମ ଅନୁସାରେ ନୂଆବର୍ଷଠୁ ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ମିଳିବନି ପେଟ୍ରୋଲ୍ କି ଡିଜେଲ୍ । ପେଟ୍ରୋଲ ଡିଲର ସଂଘ, ତୈଳ କମ୍ପାନୀ ଅଧିକାରୀ ଓ ପରିବହନ ବିଭାଗର ଅଧିକାରୀଙ୍କ ସହ ପରିବହନ କମିସନରଙ୍କ ବୈଠକରେ ହୋଇଛି ଏହି ନିଷ୍ପତ୍ତି ହୋଇଥିଲା । ମଜାନୁଆରୀ ୧ରୁ ସଡ଼କ ସପ୍ତାହ ମାସ ଆରମ୍ଭ ହେଉଥିବା ବେଳେ, ନିୟମକୁ କଡ଼ାକଡ଼ି କରାଯିବ ବୋଲି ମଧ୍ୟ ନିଷ୍ପତ୍ତି ହୋଇଥିଲା । କିନ୍ତୁ ସାଧାରଣ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଏହାର ଅବଧି ବଢ଼ାଇଛନ୍ତି ସରକାର ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+