ଜଣେ ପାକିସ୍ତାନୀ ନାଗରିକ ଓଡ଼ିଶା ଛାଡ଼ିଛନ୍ତି: ପୁଲିସ ଡିଜି

ଓଡ଼ିଶାରେ ଥିବା ୧୨ ପାକିସ୍ତାନୀକୁ ଦେଶ ଛାଡ଼ ନୋଟିସ୍‌ ପ୍ରସଙ୍ଗ। ଜଣେ ପାକିସ୍ତାନୀ ନାଗରିକ ଓଡ଼ିଶା ଛାଡ଼ି ସାରିଛନ୍ତି କହିଲେ ଡିଜିପି ।

ଯେଉଁମାନେ ଦୀର୍ଘମିଆଦି ଭିସା ପାଇଛନ୍ତି ବା ଆବେଦନ ବିଚାରାଧୀନ ଦେଖୁଛୁ । ତା ଉପରେ ଆମେ ପରବର୍ତ୍ତୀ ନିର୍ଦ୍ଦେଶନାମାକୁ ଅପେକ୍ଷା କରି ରହିଛୁ।

ଓଡ଼ିଶାରେ ଆଉ ପାକିସ୍ତାନୀ ନାଗରିକ ରହିପାରିବେ ନାହିଁ। ସେମାନଙ୍କୁ ରାଜ୍ୟର ବିଦା କରିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟର ନିର୍ଦ୍ଦେଶକ୍ରମେ ରାଜ୍ୟ ସରକାର ଏଥିପାଇଁ ପଦକ୍ଷେପ ଗ୍ରହଣ କରିଛନ୍ତି।

ଦୀର୍ଘକାଳୀନ ଭିସା ବଳରେ ଭାରତର ବିଭିନ୍ନ ରାଜ୍ୟରେ ପାକିସ୍ତାନୀ ନାଗରିକମାନେ ରହୁଛନ୍ତି। ସେମାନେ ବିଭିନ୍ନ କାମରେ କାର୍ଯ୍ୟରତ ଅଛନ୍ତି। ଏହିକ୍ରମରେ ଓଡ଼ିଶାରେ ୧୨ଜଣ ପାକିସ୍ତାନୀ ନାଗରିକ ରହୁଥିବା ଜଣାପଡ଼ିଛି। ଦୀର୍ଘକାଳୀନ ଭିସା ବଳରେ ପାକିସ୍ତାନୀ ନାଗରିକମାନେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବସବାସ କରୁଛନ୍ତି।

ଓଡ଼ିଶାରେ ଆଉ ପାକିସ୍ତାନୀ ନାଗରିକ ରହିପାରିବେ ନାହିଁ। ସେମାନଙ୍କୁ ରାଜ୍ୟର ବିଦା କରିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟର ନିର୍ଦ୍ଦେଶକ୍ରମେ ରାଜ୍ୟ ସରକାର ଏଥିପାଇଁ ପଦକ୍ଷେପ ଗ୍ରହଣ କରିଛନ୍ତି। ଦୀର୍ଘକାଳୀନ ଭିସା ବଳରେ ଭାରତର ବିଭିନ୍ନ ରାଜ୍ୟରେ ପାକିସ୍ତାନୀ ନାଗରିକମାନେ ରହୁଛନ୍ତି। ସେମାନେ ବିଭିନ୍ନ କାମରେ କାର୍ଯ୍ୟରତ ଅଛନ୍ତି। ଏହିକ୍ରମରେ ଓଡ଼ିଶାରେ ୧୨ଜଣ ପାକିସ୍ତାନୀ ନାଗରିକ ରହୁଥିବା ଜଣାପଡ଼ିଛି। ଦୀର୍ଘକାଳୀନ ଭିସା ବଳରେ ପାକିସ୍ତାନୀ ନାଗରିକମାନେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବସବାସ କରୁଛନ୍ତି।

one Pakistan citizen left from Odisha Police DG

ତେବେ ଜମ୍ମୁ କଶ୍ମୀରର ପହଲଗାମରେ ଗତ ମଙ୍ଗଳବାର ହୋଇଥିବା ଆତଙ୍କବାଦୀ ଆକ୍ରମଣ ଘଟଣା ପରେ ଏବେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ସ୍ଥିତି ରହିଛି। ଦେଶର ଆଭ୍ୟନ୍ତରୀଣ ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ସରକାର ପାକିସ୍ତାନୀ ନାଗରିକମାନଙ୍କୁ ଦେଶ ଛାଡ଼ିବାକୁ ପରାମର୍ଶ ଦେଇଛନ୍ତି। ଭାରତ ସରକାର କହିଛନ୍ତି ଯେ, ଏପ୍ରିଲ ୨୯ ତାରିଖ ପର୍ଯ୍ୟନ୍ତ ପାକିସ୍ତାନୀ ନାଗରିକମାନେ ଭାରତ ଛାଡ଼ନ୍ତୁ। ଏମାନଙ୍କୁ ଭାରତ ଛାଡ଼ି ଯିବାକୁ ନୋଟିସ ଦେବା ପ୍ରକ୍ରିୟା ଆରମ୍ଭ ହୋଇଛି । କେନ୍ଦ୍ର ଗୃହ ମନ୍ତ୍ରଣାଳୟ ନିର୍ଦ୍ଦେଶ କ୍ରମେ ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଏହି ପ୍ରକ୍ରିୟା ଆରମ୍ଭ ହୋଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+