ରାଜ୍ୟରେ ଆଗକୁ ହୋଇପାରେ ଅନଲାଇନ୍ କ୍ଲାସ୍
ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଯେଉଁଥି ପାଇଁ ଆଗୁଆ ସ୍କୁଲ ମଧ୍ୟ ଛୁଟି ଘୋଷଣା କରାଯାଇଛି । ତେବେ ସମୟ ଆଗରୁ ସ୍କୁଲ ବନ୍ଦ ହୋଇଯାଇଛି ହେଲେ କେବେ ଖୋଲିବ ସେନେଇ ବର୍ତ୍ତମାନ ଶିକ୍ଷା ବିଭାଗ ପକ୍ଷରୁ କୌଣସି ନିଷ୍ପତ୍ତି ନିଆଯାଇ ନାହିଁ ଆଗାମୀ ଦିନରେ ଏପରି ନେଇ ଆଲୋଚନା ହୋଇପାରେ ।
ହେଲେ ଖୁବ୍ ଶୀଘ୍ର ଅନଲାଇନ କ୍ଲାସ ପାଇଁ ଆଲୋଚନା କରାଯିବା ପାରେ ବୋଲି ମନ୍ତ୍ରୀ କହିଛନ୍ତି । ସମୟ ଆଗରୁ ସ୍କୁଲ ବନ୍ଦ କରାଯାଇଥିବାରୁ ଆଗକୁ ଅନଲାଇନ କ୍ଲାସ ଆରମ୍ଭ ହୋଇପାରେ ଏନେଇ ଖୁବ୍ ଶୀଘ୍ର ନିଷ୍ପତ୍ତି ନିଆଯାଇପାରେ ।

ସେହିପରି ମନ୍ତ୍ରୀ ଆହୁରି କହିଛନ୍ତି, ସରକାର ଛୁଟି ଘୋଷଣା କରିବା ପରେ ମଧ୍ୟ ଅନେକ ପ୍ରାଇଭେଟ୍ ସ୍କୁଲ ନିୟମ ମାନୁ ନାହାଁନ୍ତି । ବିଦ୍ୟାଳୟ ଖୋଲାଯାଉଛି । ତେବେ ଯେଉଁ ମାନେ ନିୟମକୁ ବେଖାତିର କରୁଛନ୍ତି ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।
More From
-
ବିବାହ ବନ୍ଧନରେ ବାନ୍ଧି ହେଲେ ଅର୍ଜୁନ-ସାନିୟା, ଗ୍ରାଣ୍ଡ ୱେଡିଂରେ ସାମିଲ ହେଲେ.... -
ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗ ରାଜ୍ୟପାଳଙ୍କ ଇସ୍ତଫା ହଇଚଇ ସୃଷ୍ଟି କରିଛି, ପ୍ରଶ୍ନ ଉଠାଇଛନ୍ତି ମମତା ବାନାର୍ଜୀ -
କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି ୯ ରାଜ୍ୟରେ ନୂଆ ରାଜ୍ୟପାଳ ଓ ଉପ-ରାଜ୍ୟପାଳ -
ଇରାନକୁ ସହର୍ଯ୍ୟା କରୁଛନ୍ତି ଚାଇନା ଓ ଋଷ ! ବଡ କଥା କହିଦେଲେ ବୈଦେଶିକ ମନ୍ତ୍ରୀ -
ମଧ୍ୟପ୍ରାଚ୍ୟ ମହାଯୁଦ୍ଧ ଭିତରେ ଭାରତ ପାଇଁ ବଡ଼ ଆଶ୍ୱସ୍ତି, କେବଳ ଏହି ସବୁ ଦେଶ ପାଇଁ ବନ୍ଦ ରହିବ ହର୍ମୁଜ ଜଳପଥ -
ଆମେରିକା ପାଇଁ ମହଙ୍ଗା ପଡୁଛି ଇରାନ ସହ ଯୁଦ୍ଧ; ୩୧ ହଜାର କୋଟିର ଖର୍ଚ୍ଚ -
ଦ୍ଧ ଭିତର ମିନିଟ୍ମ୍ୟାନ୍-୩ କ୍ଷେପଣାସ୍ତ୍ର ପରୀକ୍ଷଣ, ହିରୋସୀମାଠାରୁ କରିପାରେ.... -
ଯୁଦ୍ଧ ଯୋଗୁ ପେଟ୍ରୋଲ-ଡିଜେଲ ସଙ୍କଟ, ଭାରତ ପାଖରେ ଏତିକି ଦିନ.... -
ଆପଣ ବି ଖାଦ୍ୟ ଖାଇବାର ତୁରନ୍ତ ପରେ ପାଣି ପିଉଛନ୍ତି କି? ଜାଣନ୍ତୁ..... -
ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର -
ପାଇଲ୍ସ ସର୍ଜରୀ ପରେ ମିଳିଲାନି ଛୁଟି: ବରିଷ୍ଠ ଅଧିକାରୀଙ୍କ ଆଗରେ ପ୍ୟାଣ୍ଟ ଖୋଲିଦେଲେ ଲୋକୋ ପାଇଲଟ -
ରବିବାର ମହାମୁକାବିଲା; ବିଶ୍ବକପ୍ ଫାଇନାଲ୍ରେ ଭାରତ-ନ୍ୟୁଜିଲାଣ୍ଡ












Click it and Unblock the Notifications