Get Updates
Get notified of breaking news, exclusive insights, and must-see stories!

ଚିକିତ୍ସା ପାଇଁ ମୁମ୍ବାଇ ଗଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

ଚିକିତ୍ସା ପାଇଁ ମୁମ୍ବାଇ ଗଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ଚିକିତ୍ସା ପାଇଁ ମୁମ୍ବାଇ ଗଲେ । କୋକିଲା ବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ହେବ ଚିକିତ୍ସା । ୨୨ ତାରିଖରେ ହେବ ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ଅସ୍ତ୍ରୋପଚାର ।

ଏ ନେଇ ନବୀନ ନିଜେ ସୋସିଆଲ ମିଡିଆ ପ୍ଲାଟଫର୍ମ 'ଏକ୍ସ'ରେ ସୂଚନା ଦେଇଥିଲେ। ନବୀନ ତାଙ୍କ ପୋଷ୍ଟରେ ଲେଖଥିଲେ। ଯେ, ସେ ସର୍ଭାଇକାଲ ଆର୍ଥ୍ରାଇଟିସ୍‌ର ଚିକିତ୍ସା ପାଇଁ ମୁମ୍ବାଇ ଯାଉଛନ୍ତି। ତାଙ୍କର ବ୍ୟକ୍ତିଗତ ଡାକ୍ତର ରମାକାନ୍ତ ପଣ୍ଡା ମୁମ୍ବାଇରେ ତାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିବେ। ସେ ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ଏବଂ ଓଡ଼ିଆ ଭାଇଭଉଣୀଙ୍କ ଶୁଭେଚ୍ଛା କାମନା କରିଥିଲେ ।

Naveen Patnaik leaves for Mumbai for treatment

ନବୀନ ଆହୁରି ଲେଖିଥିଲେ, "ମୁଁ ଶୀଘ୍ର ସୁସ୍ଥ ହୋଇ ଫେରି ଓଡ଼ିଶାର ସମସ୍ତଙ୍କ ସେବା ଜାରି ରଖିବାକୁ ଅପେକ୍ଷା କରିଛି।" ଏହି ପୋଷ୍ଟ ମାଧ୍ୟମରେ ସେ ନିଜର ସ୍ୱାସ୍ଥ୍ୟଗତ ଅବସ୍ଥା ସମ୍ପର୍କରେ ସ୍ପଷ୍ଟ ସୂଚନା ଦେବା ସହ ଜନସାଧାରଣଙ୍କ ଆଶୀର୍ବାଦ ଭିକ୍ଷା କରିଥିଲେ।

ଏହି ଖବର ଓଡ଼ିଶାରେ ନବୀନଙ୍କ ଅନୁଗାମୀଙ୍କ ମଧ୍ୟରେ ଚର୍ଚ୍ଚାର ବିଷୟ ହୋଇଛି। ତାଙ୍କର ଶୀଘ୍ର ଆରୋଗ୍ୟ କାମନା କରି ଅନେକ ସମର୍ଥକ ସୋସିଆଲ ମିଡିଆରେ ଶୁଭେଚ୍ଛା ଜଣାଇଛନ୍ତି। ନବୀନଙ୍କ ଏହି ଯାତ୍ରା ଏବଂ ଚିକିତ୍ସା ସମ୍ପର୍କରେ ଅଧିକ ତଥ୍ୟ ଶୀଘ୍ର ସାମ୍ନାକୁ ଆସିବ ବୋଲି ଆଶା କରାଯାଉଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+