ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ବିରୋଧୀ ଦଳ ନେତା
ଏସସିବି ଅଗ୍ନିକାଣ୍ଡ ଘଟଣାରେ ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗଙ୍କ ଇସ୍ତଫା ଦାବି କଲେ ନବୀନ । କହିଲେ ଆମ ସରକାରରେ ଏକ ଘରୋଇ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଥିଲା । ଏହି ଘଟଣାରେ ତତ୍କାଳୀନ ସ୍ୱାସ୍ଥ୍ୟ ମନ୍ତ୍ରୀ ଇସ୍ତଫା ଦେଇଥିଲେ । ତେଣୁ ଆଜିର ଏହି ଘଟଣା ପାଇଁ ସ୍ୱାସ୍ଥ୍ୟ ମନ୍ତ୍ରୀ ଇସ୍ତଫା ଦିଅନ୍ତୁ । ଏପଟେ ସମାନ ପ୍ରସଙ୍ଗକୁ ନେଇ ଚାଲିପାରୁନି ବିଧାନସଭା ଗୃହକାର୍ଯ୍ୟ । ବିରୋଧୀ ମଧ୍ୟ ଗୃହରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରି ଅଡି ବସିଛନ୍ତି । ଏନେଇ ଚାଲିପାରୁନି ଗୃହ । ଫଳରେ ବାଚସ୍ପତି ସୁରମା ପାଢୀ ଗୃହକୁ ବାରମ୍ବାର ମୁଲତବୀ ଘୋଷମା କରୁଛନ୍ତି । ପ୍ରଥମେ ୧୨ ଟା ଯାଏଁ ମୁଲତବୀ କରିଥିଲେ ପରେ ୪ଟା ଯାଏଁ ମୁଲତବୀ କରିଛନ୍ତି ।

More From
-
ସରିଲା ଭୋଟ୍ ଗଣତି,ବାଜିମାତ୍ କଲେ ଦିଲ୍ଲୀପ ରାୟ, ଜାଣନ୍ତୁ କାହାକୁ ମିଳିଲା କେତେ ଭୋଟ? -
କ୍ରସ୍ ଭୋଟିଂକୁ ନେଇ ନବୀନଙ୍କ ପ୍ରତିକ୍ରିୟା, କହିଲେ ବିଜେପି... -
୨ ବିଜେଡି ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍, ରାତି ୯ଟା ଭିତରେ ନବୀନ ନିବାସକୁ ରିପୋର୍ଟ ନିର୍ଦ୍ଦେଶ -
ବିଧାୟିକା ଉପାସନାଙ୍କ ଭୋଟ୍କୁ ନେଇ ନବୀନଙ୍କ ଅଭିଯୋଗ -
ଭୟଙ୍କର ଘୂର୍ଣ୍ଣିଝଡ଼: ଉଡିଲା ଛପର-ନଦୀକୁ ପଶିଲା ଅଟୋ, ୨ମୃତ -
ଜାତୀୟ ରାଜପଥରେ ଯାତ୍ରା କରିବା ହେଲେ ମହଙ୍ଗା, ବାର୍ଷିକ FASTag ଟୋଲ୍ ପାସ୍ ଫି ହୋଲା ବୃଦ୍ଧି କଲେ ସରକାର -
'ଭାରତର DNAରେ ବିଜୟ ରହିଛି, ପାକିସ୍ତାନ ଉପରେ ରାଗି ଗଲେ ପୂର୍ବତନ ଖେଳାଳି -
ଅଣ୍ଡା ପ୍ରେମୀଙ୍କ ପାଇଁ ଖୁସି ଖବର ; କମିଲା ରେଟ, ଜାଣନ୍ତୁ କେତେ? -
ତମିଲନାଡରେ ବିଜେପିର ରଣନୀତି, ବିଜୟଙ୍କୁ ଦେଲା ବଡ ଅଫର୍ -
୨ ମାସ ତଳୁ ଯୋଜନା ପ୍ରସ୍ତୁତ ହୋଇଥିଲା, ଜିତିବା ପାଇଁ ଲଢୁଥିଲୁ;ବିଜୟ ମହାପାତ୍ର -
ନେପାଳ ଯାଇଥିଲେ ବୁଲିବା ପାଇଁ ଭୟଙ୍କର ଦୁର୍ଘଟଣା ଗଲା ୭ ଭାରତୀୟଙ୍କ ଜୀବନ -
ରାଜ୍ୟସଭା ନିର୍ବାଚନ ପାଇଁ ଏଜେଣ୍ଟ ଘୋଷଣା କଲେ ୩ ଦଳ , ଜାଣନ୍ତୁ କାହାର କିଏ ?












Click it and Unblock the Notifications