Get Updates
Get notified of breaking news, exclusive insights, and must-see stories!

ବିଧାନସଭାରେ ବିରୋଧୀଙ୍କ ନାଟକବାଜି, ବର୍ଷିଲେ ମୁଖ୍ୟମନ୍ତ୍ରୀ

ଏସସିବି ମେଡ଼ିକାଲ ଆଇସିୟୁରେ ଅଗ୍ନିକାଣ୍ଡ ପ୍ରସଙ୍ଗରେ ବିରୋଧୀଙ୍କ ପ୍ରତିବାଦକୁ ନେଇ ବର୍ଷିଲେ ମୁଖ୍ୟମନ୍ତ୍ରୀ । ବିରୋଧୀ ଦଳ ନାଟକବାଜି କରି ଶବ ଉପରେ ଶୋଭାଯାତ୍ରା କରୁଛନ୍ତି । ପୀଡ଼ିତ ପରିବାରକୁ ଉପହାସ କରୁଛନ୍ତି । ବିଧାନସଭାରେ ଜଳସମ୍ପଦ ବିଭାଗ ଖର୍ଚ୍ଚ ଦାବି ଆଲୋଚନା ସମୟରେ ଏପରି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ଗୁରୁବାର ବି ଏସସିସିବି ନିଆଁ ତାତିରେ ଉଠିଥିଲା ପଡିଥିଲା ବିଧାନସଭା। ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଅଡ଼ି ବସିଛନ୍ତି ବିରୋଧୀ । ଗୃହର ମଧ୍ୟଭାଗକୁ ଆସି ବିରୋଧୀ ବିଧାୟକ ମାନେ ହଟ୍ଟଗୋଳ କରିଥିଲେ । ସେପଟେ ଏସସିବିରେ ପହଞ୍ଚି ତନାଘନା କରିଛନ୍ତି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ।

Assembly
More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+