ପ୍ରଶ୍ନୋତ୍ତର କାଳ ଆରମ୍ଭରୁ ବିରୋଧୀଙ୍କ ହୋହଲ୍ଲା, ଗୃହ ମୁଲତବୀ, ବାଚସ୍ପତି ଡାକିଲେ ସର୍ବଦଳୀୟ ବୈଠକ
ଆଜି ବିଧାନସଭା ବଜେଟ୍ ଅଧିବେଶନର ଷଷ୍ଠ ଦିନ। ଆଜି ପ୍ରଶ୍ନତ୍ତୋର କାଳ ଆରମ୍ଭ ରୁ ବିରୋଧୀମାନେ ହୋହାଲ୍ଲା ଏବଂ ନାରାବାଜି କରିଥିଲେ। ବିଜେଡି ସଦସ୍ୟମାନେ ଗୃହରେ ଚାଷୀ ପ୍ରସଙ୍ଗ ଉଠାଇଥିବାବେଳେ କଂଗ୍ରେସ ଏପଷ୍ଟିନ୍ ଫାଇଲ୍ ଘଟଣା ଉଠାଇଥିଲା। ମାତ୍ର ୬ ମିନିଟ୍ ପ୍ରଶ୍ନୋତ୍ତର ଚାଲିବା ପରେ ପୂର୍ବାହ୍ନ ୧୧ଟା ୩୦ ପର୍ଯ୍ୟନ୍ତ ବାଚସ୍ପତି ଗୃହ ମୁଲତବୀ ଘୋଷଣା କରାଯାଇଥିଲା।

ପୁର୍ନବାର ୧୧ଟା ୩୦ରେ ଗୃହ କାର୍ଯ୍ୟ ଆରମ୍ଭ ହୋଇଥିଲା। ମାତ୍ର ପୁଣିଥରେ ବିରୋଧୀମାନେ ସମାନ ପ୍ରସଙ୍ଗରେ ହଙ୍ଗାମା କରିଥିଲେ। ପୁଣି ଥରେ ଗୃହକୁ ୩୦ ମିନିଟ୍ ପାଇଁ ମୁଲତବୀ କରାଯାଇଛି। ଏବଂ ବାଚସ୍ପତି ସର୍ବଦଳୀୟ ବୈଠକ ଡାକିଥିବା ସୂଚନା ମିଳିଛି।
More From
-
ବ୍ରିଟେନକୁ ସିଧାସଳଖ ଚେତାବନୀ ଦେଲା ଇରାନ, କହିଲା ଆମେରିକାକୁ ସାହାଯ୍ୟ କରିବା ପଡ଼ିବ ମହଙ୍ଗା -
ମାର୍ଚ୍ଚ ଶେଷ ସପ୍ତାହରେ ପ୍ରଳୟ କରିବ କାଳବୈଶାଖୀ -
ଘରୋଇ ବସ୍ରେ ଅଗ୍ନିକାଣ୍ଡ, ବିଧାୟକ ମଙ୍ଗୁ ଖିଲଙ୍କ ସମେତ ସମସ୍ତ ଯାତ୍ରୀ ସୁରକ୍ଷିତ ଉଦ୍ଧାର -
ନାଟୋ'କୁ ଭୀରୁ କହି ବର୍ଷିଲେ ଆମେରିକା ରାଷ୍ଟ୍ରପତି ଟ୍ରମ୍ପ୍ -
ଓଡ଼ିଆ ଖାଦ୍ୟ ପଖାଳକୁ ମିଳିଲା ଅନ୍ତର୍ଜାତୀୟ ପରିଚୟ -
Zomatoରୁ ଖାଇବା ଅର୍ଡର କରିବା ହେଲା ମହଙ୍ଗା, ବଢ଼ିଲା ପ୍ଲାଟଫର୍ମ ଫିସ୍ -
ଆଜି ପବିତ୍ର ଇଦ୍-ଉଲ୍-ଫିତର୍, ଆଲିଙ୍ଗନ କରି ଜଣାଉଛନ୍ତି ଶୁଭେଚ୍ଛା





Click it and Unblock the Notifications