OPSC & OSSC Exam: OSSC ଏବଂ OPSC ପରିଚାଳିତ ପରୀକ୍ଷାରେ ତ୍ରୁଟି
ଆଜି ଗୋଟିଏ ଦିନରେ ୨ଟି ବଡ଼ ପରୀକ୍ଷାରେ ସାମ୍ନାକୁ ଆସିଲା ତ୍ରୁଟି । OSSC ସହ OPSC ପରିଚାଳିତ ପରୀକ୍ଷାରେ ବି ତ୍ରୁଟି । ନୋଟିସ୍ ଜରିଆରେ ତ୍ରୁଟି ସ୍ବୀକାର କଲେ OPSC କର୍ତ୍ତୃପକ୍ଷ ।
ଆଜି OCS ମେନ୍-୨୦୨୩ର ଆନ୍ଥ୍ରୋପୋଲୋଜିର ୨ଟି ପେପର । ପୂର୍ବାହ୍ନ ୯ରୁ ୧୨ଟା ଆନ୍ଥ୍ରୋପୋଲୋଜି ପ୍ରଥମ ପେପର ପରୀକ୍ଷା ଥିଲା। ଅପରାହ୍ନ ୨ଟାରୁ ୫ଟା ଆନ୍ଥ୍ରୋପୋଲୋଜି ଦ୍ବିତୀୟ ପେପର୍ ପରୀକ୍ଷା ଥିଲା । ମାତ୍ର ପ୍ରଥମ ପେପର ପରୀକ୍ଷାରେ କିଛି ପ୍ରଶ୍ନ ଦ୍ବିତୀୟ ପେପରରୁ ଆସିଛି । ଦ୍ବିତୀୟ ପେପର ପରୀକ୍ଷାରେ ପ୍ରଥମ ପେପର କିଛି ପ୍ରଶ୍ନ ଆସିଥିବା ସୂଚନା । ପ୍ରଥମ ସିଟିଂ ପରୀକ୍ଷା ପରେ ଅସନ୍ତୋଷ ଝାଡ଼ିଲେ ପରୀକ୍ଷାର୍ଥୀ ।

ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ (OSSC) ପରୀକ୍ଷାରେ ବଡ଼ ତ୍ରୁଟି। ତ୍ରୁଟି ସ୍ବୀକାର କଲେ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ କର୍ତ୍ତୃପକ୍ଷ । ଆୟୋଗ ତ୍ରୁଟିକୁ ସ୍ବୀକାର କରି ଦୁଃଖ ପ୍ରକାଶ କଲେ। ଆଉ ଏକ ପରୀକ୍ଷାର ବିକଳ୍ପ ଉପରେ ବିଚାର କରୁଥିବା ଜଣାଇଲେ।
ମେ ୪ ତାରିଖ ଭିତରେ ପରାମର୍ଶ ଲୋଡ଼ି ନୋଟିସ୍ କଲେ। ଆଜି ଏକ୍ସାଇଜ୍ ଓ ଟ୍ରାଫିକ୍ ଏସ୍ଆଇ ପରୀକ୍ଷା ଥିଲା। ମାତ୍ର ସିଜିଏଲ୍ରୁ ପ୍ରଶ୍ନ ଆସିଥିବା ପରୀକ୍ଷାର୍ଥୀଙ୍କ ଅଭିଯୋଗ । ଏତେବଡ଼ ପରୀକ୍ଷାରେ ତ୍ରୁଟିକୁ ନେଇ ପରୀକ୍ଷାର୍ଥୀ ହତାଶ ।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications