ହୋଇଯାଆନ୍ତୁ ସାବଧାନ! ୩ ଦିନ ପ୍ରବଳ ବର୍ଷିବ
ରାଜ୍ୟରେ ଆସନ୍ତା ୩ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା । ରାଜ୍ୟର ଏହିସବୁ ଜିଲ୍ଲାରେ ହେବ ପ୍ରବଳ ବର୍ଷା । ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରଯାଇଛି । ସୁନ୍ଦରଗଡ, ମୟୂରଭଞ୍ଜ ଏବଂ କେନ୍ଦୁଝରରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିପରି ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର ଏବଂ ବରଗଡ଼ରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ ।













Click it and Unblock the Notifications