ମାର୍ଚ୍ଚ ୩୧ ସୁଦ୍ଧା ସମ୍ପତ୍ତି ତାଲିକା ଦାଖଲ ନିର୍ଦ୍ଦେଶ, ୨୦୨୫ ବର୍ଷ ପାଇଁ ଶେଷ ସୁଯୋଗ,ନ କଲେ ....
ଚଳିତ ବର୍ଷ ମାର୍ଚ୍ଚ ୩୧ ସୁଦ୍ଧା ସମ୍ପତ୍ତି ତାଲିକା ଦାଖଲ ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଗ୍ରୁପ 'ଏ' ଠାରୁ ଆରମ୍ଭ କରି ଗ୍ରୁପ 'ଡି' ପର୍ଯ୍ୟନ୍ତ ସମସ୍ତଙ୍କୁ ଦାଖଲ ନିର୍ଦ୍ଦେଶ ଦିଆଯାଇଛି। ଏଚ୍ଆର୍ଏମ୍ଏସ୍ ପୋର୍ଟାଲରେ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଅପଲୋଡ୍ ପାଇଁ ସରକାର ପରାମର୍ଶ ଦେଇଛନ୍ତି।

୨୦୨୫ ବର୍ଷ ପାଇଁ ଶେଷ ସୁଯୋଗ, ନ କଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଜିଏ ବିଭାଗ ପକ୍ଷରୁ ସବୁ ସରକାରୀ ବିଭାଗ, ଆର୍ଡିସି ଏବଂ ଜିଲାପାଳଙ୍କୁ ଚିଠି ହୋଇଛି।












Click it and Unblock the Notifications