ORHDC ଦୁର୍ନୀତି ମାମଲା: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ଜାମିନ
କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ଜାମିନ । ORHDC ଦୁର୍ନୀତି ମାମଲାରେ ଜାମିନ ଦେଲେ ସୁପ୍ରିମକୋର୍ଟ । ମୋକିମଙ୍କ ଆବେଦନକୁ ଶୁଣାଣି ପାଇଁ ଗ୍ରହଣ କଲେ ସୁପ୍ରିମକୋର୍ଟ । ଆବେଦନକୁ ଗ୍ରହଣ କରି ଭିଜିଲାନ୍ସକୁ ନୋଟିସ କଲେ କୋର୍ଟ ।

ହାଇକୋର୍ଟ ରାୟକୁ ଚାଲେଂଜ କରି ସୁପ୍ରିମକୋର୍ଟ ଯାଇଥିଲେ ମୋକିମ ।
ORHDC ମାମଲାରେ ଭିଜିଲାନ୍ସ କୋର୍ଟଙ୍କ ରାୟକୁ କାଏମ ରଖିଥିଲେ ହାଇକୋର୍ଟ ।












Click it and Unblock the Notifications