ହାଇକୋର୍ଟରେ ASO ଚୟନ ଅନିୟମିତତା ମାମଲା; ମେରିଟ ଲିଷ୍ଟ କାଏମ ରଖିଲେ ହାଇକୋର୍ଟ
ହାଇକୋର୍ଟରେ ASO ଚୟନ ଅନିୟମିତତା ମାମଲା । ASO ପରୀକ୍ଷା ଅନିୟମିତତା ଅଭିଯୋଗ ମାମଲା ଆସିଲା ବହୁ ପ୍ରତିକ୍ଷୀତ ରାୟ ।୧୧୦୪ ଜଣଙ୍କ OPSC ମେରିଟ୍ ଲିଷ୍ଟ କାଏମ ରଖିଲେ ହାଇକୋର୍ଟ । OPSC ଚୟନ ପ୍ରକ୍ରିୟାରେ କୌଣସି ତ୍ରୁଟି ହୋଇନି କହିଲେ ମାନ୍ୟବର ହାଇକୋର୍ଟ।
ଯେଉଁଠୁ ପ୍ରକ୍ରିୟା ବନ୍ଦ ସେଠାରୁ ଚାଲୁ ରଖିବାକୁ OPSCକୁ ନିର୍ଦ୍ଦେଶ ହୋଇଛି । ରାୟ ଶୁଣାଇ ମେରିଟ ଲିଷ୍ଟ କାୟମ ରଖିଛନ୍ତି ହାଇକୋର୍ଟ । ଜଣକିଆ ଖଣ୍ଡପୀଠଙ୍କ ରାୟକୁ ଖାରଜ କଲେ ୨ ଜଣିଆ ଖଣ୍ଡପୀଠ । OPSCର ଚୟନ ପ୍ରକ୍ରିୟାରେ ତ୍ରୁଟି ନଥିବା ସ୍ପଷ୍ଟ କରିଛନ୍ତି ହାଇକୋର୍ଟ ।
ଜଣିକିଆ ଖଣ୍ଡପୀଠଙ୍କ ରାୟ ଡିଭିଜନ ବେଂଚରେ ଖାରଜ ହୋଇଛି । ହାଇକୋର୍ଟଙ୍କର ପୂର୍ବ ରାୟକୁ ଚ୍ୟାଲେଞ୍ଜ କରି ଡିଭିଜନ ବେଞ୍ଚରେ ରିଟ ଅପିଲ ଦାୟର ହୋଇଥିଲା । ଏହା ଉପରେ ଗତ ୮ ଏବଂ ୯ ତାରିଖରେ ଦୁଇ ଦିନ ଧରି ହାଇକୋର୍ଟରେ ଶୁଣାଣି ଚାଲିଥିଲା । ୯ ତାରିଖରେ ରାୟ ସଂରକ୍ଷିତ ରହିଥିଲା । ପୂର୍ବ ପ୍ରକାଶିତ ମେଧା ତାଲିକାକୁ ହାଇକୋର୍ଟ ରଦ୍ଦ କରିଥିଲେ ।

ସୂଚନାଯୋଗ୍ୟ, ଦୁଇ ମାସ ଭିତରେ ସାନି ମେରିଟ ଲିଷ୍ଟ ପ୍ରକାଶ କରିବାକୁ ଗତ ମେ ମାସରେ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ । ତେବେ ମେଧା ତାଲିକାରୁ ବାଦ ପଡ଼ିଥିବା ପ୍ରାର୍ଥୀମାନେ ହାଇକୋର୍ଟଙ୍କ ଉକ୍ତ ରାୟର ପୁନର୍ବିଚାର କରିବାକୁ ଏକ ରିଟ୍ ପିଟିସନ ସହିତ ରିଭ୍ୟୁ ପିଟିସନ ଦାୟର କରିଥିଲେ । ଉଭୟ ପିଟିସନର ଏକାଠି ଶୁଣାଣି କରିଥିଲେ ହାଇକୋର୍ଟ । ତେବେ ନିକଟରେ ୨ଟି ଯାକ ଆବେଦନକୁ ଖାରଜ କରିଥିଲେ ହାଇକୋର୍ଟ ।
ପରେ ଆବେଦନକାରୀ ମାନେ ଡିଭିଜନ ବେଞ୍ଚରେ ରିଟ ଆବେଦନ କରିଥିଲେ । ୭୯୬ ଆସିଷ୍ଟାଣ୍ଟ ସେକ୍ସନ ଅଫିସର ନିଯୁକ୍ତି ପାଇଁ ଓପିଏସସି ପକ୍ଷରୁ ପରୀକ୍ଷା କରାଯାଇଥିଲା ।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications