OSSCପ୍ରଶ୍ନପତ୍ର ଲିକ ମାମଲା: ଘରୋଇ ପ୍ରେସରେ କାହିଁକି ଛପାଗଲା ପ୍ରଶ୍ନ ?
OSSC ପ୍ରଶ୍ନପତ୍ର ଲିକ ମାମଲା: ପ୍ରଶ୍ନପତ୍ର ଲିକ ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ଓଡିଶା ଷ୍ଟାଫ ସିଲେକ୍ସନ କମିସନ ଦ୍ୱାରା ପରିଚାଳିତ ଜୁନିଅର ଇଂଜିନିୟର (ସିଭିଲ)ନିଯୁକ୍ତି ସ୍କାମର କ୍ରାଇମବ୍ରାଞ୍ଚ ତଦନ୍ତ କରିବ । ଏ ନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

ଓଡିଶା ଷ୍ଟାଫ ସିଲେକ୍ସନ କମିସନ ଦ୍ୱାରା ପରିଚାଳିତ ଜୁନିଅର ଇଂଜିନିୟର (ସିଭିଲ)ନିଯୁକ୍ତି ସ୍କାମ ସମ୍ପର୍କିତ ମାମଲାର ଶୁଣାଣି କରି କ୍ରାଇମ ବ୍ରାଞ୍ଚ ତଦନ୍ତ ପାଇଁ ଆଜି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଡିଆଇଜି ପାହ୍ୟାର ଜଣେ ଉଚ୍ଚପଦସ୍ଥ ଅଧିକାରୀଙ୍କ ତତ୍ୱାବଧାନରେ ଏହାର ତଦନ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।
ଏହା ସହ ପ୍ରଶ୍ନପତ୍ର ସରକାରୀ ପ୍ରେସ ପରିବର୍ତ୍ତେ କୋଲକାତାର ଏକ ଘରୋଇ ପ୍ରେସରେ କାହିଁକି ଛପାଗଲା ତା ଉପରେ ହାଇକୋର୍ଟ ପ୍ରଶ୍ନ ଉଠାଇଛନ୍ତି ।
ଅନ୍ୟପଟେ ଓଡିଶା ଷ୍ଟାଫ ସିଲେକ୍ସନ କମିଶନ ପକ୍ଷରୁ ମୁଖ୍ୟ ପରୀକ୍ଷା ଦେବାକୁ ବାରଣ କରାଯାଇଥିବା ଆବେଦନ କାରୀଙ୍କୁ ଆଜି ଆଶ୍ବସ୍ତି ମିଳିଛି ।ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା ଆବେଦନକାରୀ ପ୍ରାର୍ଥୀଙ୍କୁ ପରୀକ୍ଷାରେ ସାମିଲ କରିବାକୁ ନିର୍ଦେଶ ଦେଇଛନ୍ତି ହାଇକୋର୍ଟ । ତେବେ ଆବେଦନକାରୀ ପରୀକ୍ଷାର୍ଥୀ ମାନେ ପରୀକ୍ଷା ଦେଲେ ମଧ୍ୟ ମୂଳ ମାମଲାର ଫଳାଫଳ ଉପରେ ସବୁ କିଛି ନିର୍ଭର କରିବ ବୋଲି ଆଜିର ଅନ୍ତରୀଣ ନିର୍ଦେଶରେ ସ୍ପଷ୍ଟ କରିଛନ୍ତି ହାଇକୋର୍ଟ ।
-
ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦି, କହିଦେଲେ.. -
ଯୁଦ୍ଧ ବନ୍ଦ ପାଇଁ ଆମେରିକା ଆଗରେ ଏହି ୩ ସର୍ତ୍ତ ରଖିଲା ଇରାନ -
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିରୋଧରେ ଥାନାରେ ଏତଲା -
ଟିଏମସି ପ୍ରତିନିଧିଙ୍କୁ ସମୟ ଦେଲେନି ରାଷ୍ଟ୍ରପତି -
ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା -
ଫାରୁକ୍ ଅବ୍ଦୁଲ୍ଲାଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା -
ଆସନ୍ତା ୧୫ରୁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା! -
ମିଳୁନି ସିଲିଣ୍ଡର ; ଘରେ ଲୁଚାଇ ରଖିଥିଲେ ୫୫ ଗ୍ୟାସ୍ ସିଲିଣ୍ଡର, ଜବତ କଲା ପ୍ରଶାସନ -
ଯୁଦ୍ଧ ପ୍ରଭାବ ; ମହଙ୍ଗା ହେବ ପାଣି, ବଢିଲା ଠିପି ଦର -
କ୍ରସ ଭୋଟିଂ ଭୟ: ବେଙ୍ଗାଳୁରୁ ଗଲେ କଂଗ୍ରେସ ବିଧାୟକ -
ପୁଣି ଆଫଗାନିସ୍ତାନ ଉପରେ ପାକିସ୍ତାନର ଆକ୍ରମଣ, ଅନେକ ମୃତାହତ -
ହର୍ମୁଜ ପ୍ରଣାଳୀ ବନ୍ଦ ରହିବା ଉଚିତ୍- ମୋଜତାବା












Click it and Unblock the Notifications