Get Updates
Get notified of breaking news, exclusive insights, and must-see stories!

ଆସନ୍ତା ଜାନୁଆରୀ ୨୦ରେ OSSTET- ୨୦୨୫ ପରୀକ୍ଷା

ଓଡ଼ିଶା ସେକେଣ୍ଡାରୀ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଏସଏସଟିଇଟି) ଆସନ୍ତା ଜାନୁଆରୀ ୨୦ ତାରିଖରେ ଅନୁଷ୍ଠିତ ହେବ । ପରୀକ୍ଷା ପାଇଁ ଇଚ୍ଛୁକ ପ୍ରାର୍ଥୀ ମାନେ ଆଜିଠାରୁ ଆସନ୍ତା ୧୭ ତାରିଖ ଯାଏ ଆବେଦନ କରିପାରିବେ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସମୟ ଧାର୍ଯ୍ୟ କରାଯାଇଛି । ଏଥିପାଇଁ ଆଡମିଟ୍ କାର୍ଡ ଜାନୁଆରୀ ୧୦ ତାରିଖରେ ବୋର୍ଡ ୱେବସାଇଟରୁ ପାଇପାରିବେ ବୋଲି ସୂଚନା ଦିଆଯାଇଛି ।

ଓଏସଏସଟିଇଟି ଦୁଇଟି ପେପରରେ ହେବ । ପ୍ରଥମ ପେପର ପରୀକ୍ଷା ସକାଳ ୯ଟାରୁ ଆରମ୍ଭ ୧୧ଟା ୩୦ ମିନିଟ୍ ପର୍ଯ୍ୟନ୍ତ ଚାଲିବ । ସେହିପରି ଦ୍ଵିତୀୟ ପେପର ପରୀକ୍ଷା ଅପରାହ୍ନ ୨ଟାରୁ ୪ଟା ଯାଏ ଚାଲିବ ବୋଲି ବୋର୍ଡ ପକ୍ଷରୁ ସମୟ ନିର୍ଘଣ୍ଟ ଜାରି କରାଯାଇଛି ।

OSSTET-2025 exam
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+