Get Updates
Get notified of breaking news, exclusive insights, and must-see stories!

ଆସନ୍ତା ୧୭ରେ ଓଟିଇଟି ପରୀକ୍ଷା,

ଆସନ୍ତା ୧୭ରେ ସାରା ରାଜ୍ୟରେ ଓଟିଇଟି ପରୀକ୍ଷା ଅନୁଷ୍ଠିତ ହେବ । ଏଥିପାଇଁ ଓଟିଇଟି ପ୍ରଶ୍ନପତ୍ର ଓ ଓଏମଆର ସିଟ କଡ଼ା ସୁରକ୍ଷା ବଳୟରେ ବୋର୍ଡର କଣ୍ଟ୍ରୋଲ ରୁମରୁ ପଠାଯାଉଛି । ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଏହି ପରୀକ୍ଷାରେ ରାଜ୍ୟର ୧ ଲକ୍ଷ ୬୦ ହଜାର ୩୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି ।

ଏଥିରେ ଉଭୟ ଇନସର୍ଭିସ ଓ ଆଶାୟୀ ଶିକ୍ଷକଶିକ୍ଷୟିତ୍ରୀ ଅଛନ୍ତି । ରାଜ୍ୟର ବିଭିନ୍ନ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ୨୨ ହଜାର ୯୭୯ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ଏହି ପରୀକ୍ଷା ଦେଉଛନ୍ତି । ଓଟିଇଟି ପେପର-୧ ରେ ୪୭ ହଜାର ୭୨୦ ଜଣ ଓ ପେପର-୨ ରେ ୧ ଲକ୍ଷ ୧୨ ହଜାର ୬୫୯ ପରୀକ୍ଷାର୍ଥୀ ଅଛନ୍ତି। ମୋଟ ୪୫୨ ଟି ପରୀକ୍ଷା କେନ୍ଦ୍ର କରାଯାଇଛି ।

exam

ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି କ୍ୟାମେରା ବ୍ୟବସ୍ଥା କରାଯାଇଛି। ବୋର୍ଡ କାର୍ଯ୍ୟାଳୟ କମାଣ୍ଡ କଣ୍ଟ୍ରୋଲ ରୁମରୁ ସମସ୍ତ ପରୀକ୍ଷା କେନ୍ଦ୍ର ନିୟନ୍ତ୍ରଣ ବ୍ୟବସ୍ଥା ହୋଇଛି । ଗତକାଲି ଠାରୁ ଡିଜି ଲକରରେ ପ୍ରଶ୍ନପତ୍ର ଓ ଓଏମଆର ସିଟ ପଠାଯାଉଛି। ୩୦ ଟି ଜିଲ୍ଲା ପାଇଁ ୪୦ ଟି ରୁଟରେ ଆର୍ମଡପୋଲିସ ସହିତ ପ୍ରଶ୍ନପତ୍ର ପଠାଯାଉଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+