Get Updates
Get notified of breaking news, exclusive insights, and must-see stories!

ଓଟିଇଟି ପରୀକ୍ଷା ପ୍ରଶ୍ନପତ୍ର ଜାଲିଆତି ଘଟଣା;୫ରେ ଶୁଣାଣି

ଓଟିଇଟି ପରୀକ୍ଷା ପ୍ରଶ୍ନପତ୍ର ଜାଲିଆତି ଘଟଣାରେ ହାଇକୋର୍ଟରେ ୮ ଅଭିଯୁକ୍ତଙ୍କ ଜାମିନ ଆବେଦନ ଉପରେ ଶୁଣାଣି ଶେଷ ହୋଇଛି। ଆସନ୍ତାକାଲି ସୁଦ୍ଧା ଲିଖିତ ଯୁକ୍ତି ଦାଖଲ କରିବାକୁ କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ୫ ତାରିଖରେ ଶୁଣାଣି ହୋଇପାରେ। ଜାଲିଆତି ଘଟଣାରେ ଅଭିଯୁକ୍ତ ଡ. ନିହାର ରଞ୍ଜନ ମହାନ୍ତି, ଜିତନ ମହାରଣା, ରାମଜୀ ପ୍ରସାଦ ଗୁପ୍ତା, ବିଜୟ କୁମାର ମିଶ୍ର , ଜୟନ୍ତ କୁମାର ରାଉତ, ଅଜୟ କୁମାର ସାହୁ , ପ୍ରଶାନ୍ତ କୁମାର ଖମାରୀ ଓ ସନାତନ ବିଷୋୟୀଙ୍କ ଏକାଠି ଜାମିନ ଶୁଣାଣି ପାଇଁ ଆଜି ତାରିଖ ଧାର୍ଯ୍ୟ କରିଥିଲେ କୋର୍ଟ।

odisha highcourt
More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+