ଜୁନ୍ ୨୧ରେ ଓଟିଇଟି
ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ଟେଷ୍ଟ (ଓଟିଇଟି) ଜୁନ୍ ୨୧ ତାରିଖରେ ଅନୁଷ୍ଠିତ ହେବ। ପ୍ରଥମେ ପେପର-୧ ସକାଳ ୯ଟାରୁ ୧୧.୩୦ ଏବଂ ପେପର-୨ ପରୀକ୍ଷା ଅପରାହ୍ଣ ୨ଟାରୁ ୪.୩୦ ପର୍ଯ୍ୟନ୍ତ ହେବ। ଜୁନ୍ ୯ରୁ ବୋର୍ଡ ୱେବ୍ସାଇଟ୍ www.bseodisha.nic.in. ରେ ଆଡମିଟ୍ କାର୍ଡ ଉପଲବ୍ଧ ରହିବ। ଆଶାୟୀମାନେ ସେଠାରୁ ଡାଉନ୍ଲୋଡ କରିବା ନେଇ ବୋର୍ଡ ପକ୍ଷରୁ ମଙ୍ଗଳବାର ବିଜ୍ଞପ୍ତି ଜାରି କରାଯାଇଛି।













Click it and Unblock the Notifications