OTET ପ୍ରଶ୍ନପତ୍ର ଲିକ୍ ମାମଲା; ୨ ଅଭିଯୁକ୍ତଙ୍କୁ ଦୁଇ ଦିନିଆ ରିମାଣ୍ଡରେ ଆଣିଲା କ୍ରାଇମବ୍ରାଞ୍ଚ

OTET ପ୍ରଶ୍ନପତ୍ର ଲିକ୍ ମାମଲା। ୨ ଅଭିଯୁକ୍ତଙ୍କୁ ଦୁଇ ଦିନିଆ ରିମାଣ୍ଡରେ ଆଣିଲା କ୍ରାଇମବ୍ରାଞ୍ଚ। ଅଭିଯୁକ୍ତ ଜିତନ ମହାରଣା ଓ ବିଜୟ ମିଶ୍ରଙ୍କୁ ୨ ଦିନିଆ ରିମାଣ୍ଡ ପାଇଁ କୋର୍ଟ ଦେଇଥିଲେ ଅନୁମତି। ଆଜି ସେମାନଙ୍କୁ ରିମାଣ୍ଡରେ ଆଣିଛି କ୍ରାଇମବ୍ରାଞ୍ଚ। ଚୌଦ୍ୱାର ଜେଲରୁ ଆଣି କ୍ରାଇମବ୍ରାଞ୍ଚ ମୁଖ୍ୟାଳୟରେ କରାଗଲା ଜେରା।

OTET question paper leak case

ସୂଚନାଯୋଗ୍ୟ ଯେ, ଜୁଲାଇ ୨୦ରେ ଅନୁଷ୍ଠିତ ହେବାକୁ ଥିଲା ସ୍ୱତନ୍ତ୍ର ଓଟିଇଟି-୨୦୨୫। ହେଲେ ପରୀକ୍ଷାର ଠିକ ପୂର୍ବଦିନ ରାତିରେ ଅପ୍ରତ୍ୟାଶିତ ଭାବେ ବାତିଲ କରାଯାଇଥିଲା । ଆଉ ଏଭଳି କରିବାର କାରଣ ଥିଲା ପ୍ରଶ୍ନପତ୍ର ଲିକ୍ ହେବା।

ତେବେ ଏହି ଘଟଣାର ତଦନ୍ତ କରିଥିଲା କ୍ରାଇମବ୍ରାଞ୍ଚ। ପ୍ରଥମେ ବୋର୍ଡ କାର୍ଯ୍ୟାଳୟରେ ଡାଟା ଏଣ୍ଟ୍ରି ଅପରେଟର ଭାବେ କାର୍ଯ୍ୟ କରୁଥିବା ଜିତେନ୍ ମହାରଣାଙ୍କ ସମେତ ୬ ଜଣଙ୍କୁ ଗିରଫ କରାଯାଇଥିଲା।

ଏହାପରେ ଶିକ୍ଷକ ପ୍ରଶାନ୍ତ ଖମାରିଙ୍କୁ ମଧ୍ୟ ଗିରଫ କରିଥିଲା। ଆଉ ଏହିକ୍ରମରେ ରବିବାର ବୋର୍ଡର ସଭାପତି ଓ ଉପସଭାପତିଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+