କଳିଙ୍ଗ ଷ୍ଟୁଡିଓ ଛକରେ ହୁତୁହୁତୁ ହୋଇ ମଝି ରାସ୍ତାରେ ଜଳିଗଲା ଆମ ବସ୍‌

ମଝି ରାସ୍ତାରେ ଜଳିଗଲା ଆମ ବସ୍ । ଭୁବନେଶ୍ବର କଳିଙ୍ଗ ଷ୍ଟୁଡିଓ ଛକରେ ଘଟିଛି ଏ ଅଘଟଣ । ପୋଲିସ ପହଞ୍ଚି ବସରେ ଥିବା ଯାତ୍ରୀମାନଙ୍କୁ ଉଦ୍ଧାର କରିଛି । ସର୍ଟିସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ଅଗ୍ନିଶମବାହିନୀ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ କରୁଛି ।

mo bos
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+