ବିଜୁ ଯୁବ ବାହିନୀ ପାଇଁ ୨ ବର୍ଷରେ ଖର୍ଚ୍ଚ ହୋଇଛି ୧୮୩ କୋଟିରୁ ଅଧିକ ଟଙ୍କା

ବିଧାନସଭା ମୌସୁମୀ ଅଧିବେଶନର ଦ୍ୱିତୀୟ ଦିନରେ ପୂର୍ବ ସରକାରରଙ୍କ ବିଫଳତାକୁ ନେଇ ପ୍ରଶ୍ନ ଉଠାଇଲେ ଶାସକ ଦଳର ବିଧାୟକ । ବାବୁ ସିଂଙ୍କ ପ୍ରଶ୍ନର ଉତ୍ତର ରଖିଛନ୍ତି କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ସେ କହିଛନ୍ତି, ବିଜୁ ଯୁବ ବାହିନୀ ପାଇଁ ୨ ବର୍ଷରେ ୧୮୩ କୋଟି ୬୭ ଲକ୍ଷ ୩୯ ହଜାର ଟଙ୍କା ଖର୍ଚ୍ଚ କରିଥିଲେ ବିଜେଡି ସରକାର । ୨୦୧୮-୧୯, ୨୦୧୯-୨୦ ଦୁଇ ବର୍ଷରେ ଖର୍ଚ୍ଚ ହୋଇଛି ଏହି ଟଙ୍କା । ପରେ ୨୦୨୦-୨୧ ରେ ବ୍ୟୟବରାଦ ନକରି ଯୋଜନାକୁ ବନ୍ଦ କରିଦେଇଥିଲେ ପୂର୍ବର ସରକାର ।

Biju Yuva Bahini

ରାଜ୍ୟ ସରକାରଙ୍କର ବିଭିନ୍ନ ଜନ ହିତକର ଯୋଜନାର କାର୍ଯ୍ୟକାରିତା ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇବା ତଥା ଯୁବଗୋଷ୍ଠୀଙ୍କ ଦ୍ୱାରା ବିଭିନ୍ନ ସ୍ୱେଚ୍ଛାସେବୀ କାର୍ଯ୍ୟକ୍ରମ ମାଧ୍ୟମରେ ଲୋକମାନଙ୍କୁ ସଚେତନତା କରାଇବା ଇତ୍ୟାଦି ଏହି ଉପଯୋଜନାର ଆଭିମୁଖ୍ୟ ଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+