ମାର୍ଚ୍ଚ ୩୧ ସୁଦ୍ଧା ଧାନ ସଂଗ୍ରହ ଶେଷ; ୭୪ ଲକ୍ଷ ମେଟ୍ରିକ ଟନ୍ ଧାନ କିଣାଯାଇଛି
ମାର୍ଚ୍ଚ ୩୧ ସୁଦ୍ଧା ଧାନ ସଂଗ୍ରହ ଶେଷ ହୋଇଛି କହିଲେ ଯୋଗାଣ ମନ୍ତ୍ରୀ । ଏବର୍ଷ ୭୪ ଲକ୍ଷ ମେଟ୍ରିକ ଟନ୍ ଧାନ କିଣାଯାଇଛି । ଗତ ବର୍ଷ ୫୮ ଲକ୍ଷ ମେଟ୍ରିକ୍ ଟନ୍ ଧାନ କିଣା ଯାଇଥିଲା। ରବି ଧାନ ସଂଗ୍ରହ ପାଇଁ ଅନ୍ଲାଇନ ପଞ୍ଜୀକରଣ ଆରମ୍ଭ ହୋଇଛି ।













Click it and Unblock the Notifications