ଆଜିଠୁ ସ୍ୱାଭାବିକ ହେଲା ଧାନ କିଣା: ଯୋଗାଣ ମନ୍ତ୍ରୀ

ଆଜିଠୁ ସ୍ୱାଭାବିକ ହେଲା ଧାନ କିଣା ବୋଲି କହିଛନ୍ତି ଯୋଗାଣ ମନ୍ତ୍ରୀ । ମିଲର୍ସଙ୍କ କିଛି ଦାବିକୁ ମାନିଛନ୍ତି ସରକାର । ୧୯ ଜିଲ୍ଲାରେ ୩.୧୫ ଲକ୍ଷ ଚାଷୀଙ୍କଠୁ ଧାନ ସଂଗ୍ରହ ହୋଇଛି। ୧୩ ଲକ୍ଷ ୯୩ ହଜାର ୮୬୭ ମେଟ୍ରିକ ଟନ୍ ଧାନ ସଂଗ୍ରହ' । ୧୩ ଲକ୍ଷ ୫୯ ହଜାର ୯୭୪ ମେଟ୍ରିକ ଟନ ଧାନ ମିଲର୍ସ ଉଠାଇଛନ୍ତି । ଚାଷୀଙ୍କୁ ୮୯୧ କୋଟି ୫୮ ଲକ୍ଷ ଟଙ୍କାର ଇନପୁଟ ଆସିଷ୍ଟାଂଶ ଦିଆଯାଇଛି । ଗତକାଲି ମିଲର୍ସଙ୍କ ସହ ଆଲୋଚନା କରିଥିଲେ ଯୋଗାଣ ମନ୍ତ୍ରୀ ।

krushna patra
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+