ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଧାନ କିଣା ଜାରି ରହିବ- କୃଷ୍ଣଚନ୍ଦ୍ର ପାତ୍ର
ଧାନ କିଣା ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା। ଟୋକନ ସମୟ ସମାପ୍ତ ହୋଇଗଲେ ମଧ୍ୟ ଆଉ ୧୫ ଦିନ ବଢ଼ିବ ଅବଧି । ରାଜ୍ୟରେ ସମସ୍ତ ଜିଲ୍ଲାପାଳ ଏହି ସମୟ ଅବଧି ବଢ଼ାଇ ପାରିବେ' । ବିଳମ୍ବ କିମ୍ବା ସମସ୍ୟା ଯୋଗୁଁ ରାଜ୍ୟର ଚାଷୀଙ୍କୁ ବାଦ୍ ଦିଆଯିବ ନାହିଁ'। ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଧାନ କିଣା ଜାରି ରହିବ ବୋଲି କହିଛନ୍ତି କୃଷ୍ଣଚନ୍ଦ୍ର ପାତ୍ର ।

More From
-
IPL 2026 : କିଙ୍ଗସ୍ ବନାମ କିଙ୍ଗସ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଚେନ୍ନାଇ, ପଞ୍ଜାବ ପାଇଁ ଚିନ୍ତା ବ୍ୟାଟରଙ୍କ ଫର୍ମ୍ -
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
Adani Ports ର ବଡ଼ ରେକର୍ଡ: 500 ମିଲିୟନ୍ ଟନ୍ କାର୍ଗୋ ପାର, 2030 ମଧ୍ୟରେ 1 ବିଲିୟନ୍ ଟନ୍ ଲକ୍ଷ୍ୟ -
IPL-2026 : କୋଲକାତାକୁ ଭେଟିବ ହାଇଦ୍ରାବାଦ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଉଭୟ ଟିମ୍ -
ଶନିବାର ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର -
IPL 2026: ପଞ୍ଜାବର ଦ୍ବିତୀୟ ବିଜୟ, ଧୋନୀଙ୍କ ଅନୁପସ୍ଥିତିରେ ପୁଣି ହାରିଲା CSK






Click it and Unblock the Notifications