ପଦ୍ମ ବିଜେତାଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କା

ପଦ୍ମ ପୁରସ୍କାର ବିଜେତାଙ୍କୁ ସହାୟତା ରାଶି ଘୋଷଣା । ମାସିକ ୩୦ ହଜାର ଟଙ୍କା ସହାୟତା ରାଶି ଦେବେ ରାଜ୍ୟ ସରକାର । ଚଳିତ ମାସ ଜାନୁଆରୀରୁ ସହାୟତା ରାଶି ପ୍ରଦାନ କରାଯିବା ନେଇ ସୂଚନା ରହିଛି । ଏନେଇ ଆଜି ବିଜ୍ଞପ୍ତି ଜାରି କରି ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି ।

Padma award winners
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+