ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ
Padma Shri Kamala Pujari Passes Away: ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ । କଟକ ବଡ଼ ଡାକ୍ତରଖାନାରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି । ତେବେ ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଥିବା ନେଇ ଡାକ୍ତରଖାନା ପକ୍ଷରୁ ସୂଚନା ଜାରି କରାଯାଇଛି । ସୂଚନା ଅନୁସାରେ, ୨ ଦିନ ତଳେ ସେ ଅସୁସ୍ଥ ହୋଇପଡିଥିଲେ ଫଳରେ ତାଙ୍କୁ ଆସିୟୁରେ ଭର୍ତ୍ତି କରାଯାଇଥିଲା । ଆଜି ଭୋର୍ ୫ଟାରୁ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିବା ନେଇ ଡାକ୍ତରଖାନା ପକ୍ଷରୁ ସୂଚନା ଜାରି କରାଯାଇଛି ।

ଆପଣଙ୍କୁ ଜଣାଇବା ପାଇଁ ଚାହିଁବୁ ଯେ, ଧାନ ଗବେଷଣା ଓ ସଂରକ୍ଷଣ ପାଇଁ କୋରାପୁଟ ଜିଲ୍ଲାର ଆଦିବାସୀ ମହିଳା ଭାବେ ସାରା ବିଶ୍ୱରେ ପରିଚିତ ଥିରେ । ତାଙ୍କୁ ମାର୍ଚ୍ଚ ୨୬ ତାରିଖ ୨୦୧୯ରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ କରାଯାଇଥିଲା ।












Click it and Unblock the Notifications