Get Updates
Get notified of breaking news, exclusive insights, and must-see stories!

ପହଣ୍ଡି ଆରମ୍ଭ ; ଶରଧାବାଲିରେ ପହଞ୍ଚି ସ୍ଥିତି ପରଖିଲେ ମନ୍ତ୍ରୀ ସୂରଜ୍ ସୂର୍ଯ୍ୟବଂଶୀ

ନଦିନର ଯାତ୍ରା ସାରି ଆଜି ପୁଣି ବଡ ଦେଉଳକୁ ଫେଉଛନ୍ତି ଚତୁର୍ଦ୍ଧା ମୂର୍ତ୍ତି। ଆଜି ବାହୁଡା ଯାତ୍ରା ଜନ୍ମବେଦୀରୁ ଶ୍ରୀମନ୍ଦିର ଫେରିବେ ୩ ଠାକୁର। ତେବେ ବାହୁଡା ଯାତ୍ରା ଆରମ୍ଭ ହୋଇସାରିଥିବା ବେଳେ । ବର୍ତ୍ତମାନ ପହଣ୍ଡିବିଜେ ଆରମ୍ଭ ହୋଇଛି। ସୁଦର୍ଶନଙ୍କ ପହଣ୍ଡି ପରେ ବର୍ତ୍ତମାନ ବଡ଼ଠାକୁର ବଳଭଦ୍ରଙ୍କ ପହଣ୍ଡି ଚାଲିଛି।

Suraj Suryabanshi

ତେବେ ଗୁଣ୍ଡିଚା ମନ୍ଦିର ବିଜେ ବେଳେ ଯେଉଁ ଅଘଟଣ ଘଟିଲା, ତାକୁ ଦୃଷ୍ଟିରେ ରଖି ଏଥର ମୋବାଇଲ ନେଇ ଶ୍ରୀମନ୍ଦିର ପ୍ରଶାସନ କଡା ନିର୍ଦ୍ଦେଶ ଜାରି କରିଛି । ଏଥର ରଥକୁ କେହି ମୋବାଇଲ ନେଇପାରିବେନି ବୋଲି ଜିଲାପାଳ ସେବାୟତମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଅନ୍ୟପକ୍ଷେ ବାହୁଡ଼ା ଯାତ୍ରା ଶୃଙ୍ଖଳିତ ପାଇଁ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସ୍ଥିତି ଅନୁଧ୍ୟାନ କରୁଛନ୍ତି । ପୋଲିସ ଅଧିକାରୀ ଏବଂ ସେବାୟତଙ୍କ ସହ ସେ ଆଲୋଚନା କରିଛନ୍ତି। ସାଧାରଣ ଲୋକଙ୍କୁ ଭେଟି ଶାନ୍ତିଶୃଙ୍ଖଳା ରଖିବା ପାଇଁ ନିବେଦନ କରିଛନ୍ତି କରସବା ସହ ବାହୁଡ଼ା ଯାତ୍ରା ପାଇଁ ସରକାରଙ୍କ ପକ୍ଷରୁ ଯାହା ଏସ୍‌ଓପି କରାଯାଇଛି, ତାକୁ ସମସ୍ତେ ପାଳନ କରିବା ଆବଶ୍ୟକ ବୋଲି କହିଛନ୍ତି ।

ସେ ସେବାୟତ ହୁଅନ୍ତୁ ବା ଭକ୍ତ ସମସ୍ତେ ପ୍ରଶାସନକୁ ସହଯୋଗ କରିବାର ଆବଶ୍ୟକତା ରହିଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ଆମେ ଉପସ୍ଥିତ ରହିବୁ ବୋଲି ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+