ନିର୍ଦ୍ଧାରିତ ସମୟ ପୂର୍ବରୁ ଆରମ୍ଭ ହେଲା ପହଣ୍ଡି, ରଥକୁ ଆସୁଛନ୍ତି ବଡ ଠାକୁର
ସରିଲା ଜନ୍ମବେଦୀରେ ଲୀଳାଖେଳା। ଗୁଣ୍ଡିଚା ମନ୍ଦିରରୁ ମେଲାଣି ନେବେ ମହାବାହୁ । ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । ଭାଇ ଭଉଣୀଙ୍କୁ ଧରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ମହାବାହୁ । ଶ୍ରୀଜିଉଙ୍କ ଅପେକ୍ଷାରେ ରଥ ଆଉ ପଥ । ତେବେ ବାହୁଡ଼ା ଯାତ୍ରାରେ ନିର୍ଦ୍ଧାରିତ ସମୟ ପୂର୍ବରୁ ଆରମ୍ଭ ହୋଇଛି ପହଣ୍ଡି । ଶୂନ୍ୟ ପହଣ୍ଡିରେ ରଥରେ ବିଜେ କରିଛନ୍ତି ଶ୍ରୀ ସୁଦର୍ଶନ । ଘଣ୍ଟ ଘଣ୍ଟା ବାଦ୍ୟରେ ରଥକୁ ଆସିଛନ୍ତି ସୁଦର୍ଶନ ।

ତେବେ ଚକ୍ରରାଜ ସୁଦର୍ଶନଙ୍କ ପରେ ଧାଡ଼ି ପହଣ୍ଡିରେ ରଥକୁ ବିଜେ କରୁଛନ୍ତି ବଡ଼ ଠାକୁର । ଏହାପରେ ଦେବୀ ସୁଭଦ୍ରା ଶୂନ୍ୟ ପହଣ୍ଡିରେ ରଥକୁ ବିଜେ କରିବେ । ଶେଷରେ ଗହଳି ଲଗାଇ ରତ୍ନବେଦିରୁ ହଲି ହଲି ରଥକୁ ଆସିବେ କଳା ଠାକୁର ।
More From
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications