ପାକିସ୍ତାନୀ, ବାଂଲାଦେଶୀ ହାତେଇଛନ୍ତି ରାସନ୍‌ କାର୍ଡ, ଜିଲ୍ଲାପାଳମାନଙ୍କୁ ଚିହ୍ନଟ କରି ନାଁ କାଟିବାକୁ ନିର୍ଦ୍ଦେଶ ; ମନ୍ତ୍ରୀ

ବିଦେଶୀ ପାଇଛନ୍ତି ରାସନ କାର୍ଡ । ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସମ୍ପୂର୍ଣ ସତ । ଓଡ଼ିଶାରେ ପାକିସ୍ଥାନୀ, ବାଲାଂଦେଶୀ ଏବଂ ମିଆଁମାର ଲୋକ ହାତେଇଛନ୍ତି ରାସନ କାର୍ଡ । ଏହା ଜାଣିବା ପରେ ତତ୍‌ପର ହୋଇଛି ପ୍ରଶାସନ । ଏନେଇ ଯୋଗାଣମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର କହିଛନ୍ତି ଯେଉଁ ବିଦେଶୀମାନେ ରାସନ କାର୍ଡ ପାଇଛନ୍ତି ସେମାନଙ୍କ ନାଁ ରାସନ କାର୍ଡରୁ କଟିବ ।

krushna patra

ଓଡିଶାକୁ ଅନୁପ୍ରବେଶ କରି ରାସନ କାର୍ଡ ହାତେଇଥିବା ବିଦେଶୀକୁ ଚିହ୍ନଟ ପାଇଁ ନିର୍ଦ୍ଦେଶ ଦେଇଛି ବିଭାଗ । ପାକିସ୍ଥାନ, ବାଳାଂଦେଶ, ମିଆଁମାରର ଅନେକ ବିଦେଶୀ ରାସନ କାର୍ଡ ହାତେଇଥିବା ଜଣା ପଡ଼ିଛି । ଏଥିପାଇଁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି ଯେ, ସେମାନଙ୍କୁ ଚିହ୍ନଟ କରି ରାସନ କାର୍ଡରୁ ନାଁ କାଟିବାକୁ କୁହାଯାଇଛି । ଯିଏ ବି ରାଜନୈତିକ ଚାପ କିମ୍ବା ଅନ୍ୟ ଉପାୟରେ ରାସନ କାର୍ଡ ହାତେଇଛନ୍ତି ସେମାନଙ୍କୁ ତୁରନ୍ତ ଚିହ୍ନଟ କରି କାଟିବାକୁ କୁହାଯାଇଛି । ପ୍ରକ୍ରିୟା ସରିଲେ ସଂଖ୍ୟା ସାମ୍ନାକୁ ଆସିବ ବୋଲି ସ୍ପଷ୍ଟ କରିଛନ୍ତି ମନ୍ତ୍ରୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+