ରାଜ୍ୟରେ ଆଗୁଆ ହୋଇପାରେ ପଞ୍ଚାୟତ ନିର୍ବାଚନ;ମନମୋହନ ସାମଲ
ରାଜ୍ୟରେ ଆଗୁଆ ହୋଇପାରେ ପଞ୍ଚାୟତ ନିର୍ବାଚନ। ଏ ନେଇ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଜନଗଣନା ପାଇଁ ଆଗୁଆ ପଞ୍ଚାୟତ ନିର୍ବାଚନ ସମ୍ଭାବନା ରହିଛି।

ନିର୍ଦ୍ଧାରିତ ସମୟର ୨ରୁ ୩ ମାସ ପୂର୍ବରୁ ପଞ୍ଚାୟତ ନିର୍ବାଚନ ହୋଇପାରେ। ଭାଜପା ସମର୍ଥିତ ସରପଞ୍ଚ ଓ ସମିତିସଭ୍ୟଙ୍କୁ ଟାସ୍କ ଦେଇଛନ୍ତି। ୬ ମାସ ଭିତରେ ଅଧୁରା କାମ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
More From
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ












Click it and Unblock the Notifications