Get Updates
Get notified of breaking news, exclusive insights, and must-see stories!

ଫେବ୍ରୁଆରୀ ୨୦୨୭ ପୂର୍ବରୁ ରାଜ୍ୟରେ ହେବ ନାହିଁ ପଂଚାୟତ ନିର୍ବାଚନ

୨୦୨୭ ଫେବ୍ରୁଆରୀ ପୂର୍ବରୁ ପଞ୍ଚାୟତ ନିର୍ବାଚନ କରିବା ନେଇ କୌଣସି ନିଷ୍ପତି ହୋଇନାହିଁ ବୋଲି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ କହିଛନ୍ତି । ବର୍ତ୍ତମାନ ସମୟରେ ବ୍ଲକ୍ ପଞ୍ଚାୟତ ପୁନର୍ଗଠନ କରିବା ପାଇଁ ପ୍ରଶାସନିକ ସ୍ତରରେ ନିଷ୍ପତି ନିଆଯାଇ ନାହିଁ ବୋଲି ମନ୍ତ୍ରୀ କହିଛନ୍ତି ।

Panchayat elections

ଓଡ଼ିଶାରେ ପଞ୍ଚାୟତ ନିର୍ବାଚନ ନିର୍ଦ୍ଧାରିତ ସମୟ ଫେବ୍ରୁଆରୀ ୨୦୨୭ ପୂର୍ବରୁ କରାଯିବା ନିମନ୍ତେ ସରକାରଙ୍କ ଦ୍ବାରା କୌଣସି ନିଷ୍ପତ୍ତି ଗ୍ରହଣ କରାଯାଇନାହିଁ । ବର୍ତ୍ତମାନ ସମୟରେ ବ୍ଲକ ପଞ୍ଚାୟତ ପୁନର୍ଗଠନ କରିବା ପାଇଁ ପ୍ରଶାସନିକ ସ୍ତରରେ ନିଷ୍ପତି ନିଆଯାଇ ନାହିଁ । ଯେବେ, ସରକାର ବ୍ଲକ ଓ ପଞ୍ଚାୟତ ପୁନର୍ଗଠନ ପାଇଁ ନିଷ୍ପତି ନେବେ, ସେହି ସମୟରେ ପ୍ରଚଳିତ ନୀତି ନିୟମ ସମ୍ପର୍କୀତ ନିର୍ଦ୍ଦେଶାବଳୀ ଅନୁଯାୟୀ ବ୍ଲକ ଓ ପଞ୍ଚାୟତ ପୁନର୍ଗଠନ ପାଇଁ ଆସିଥିବା ପ୍ରସ୍ତାବ ଉପରେ ତର୍ଜମା କରି ନିଷ୍ପତି ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+