ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ହେଲିକପ୍ଟର ଆଜି ଯାଞ୍ଚ କରାଯାଇଛି । ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ଯାଞ୍ଚ ହୋଇଛି।

v k pandian

ଉମରକୋଟରେ ପ୍ରଚାର ସମୟରେ ବିରୋଧୀ ଓ କେନ୍ଦ୍ରମନ୍ତ୍ରୀଙ୍କୁ ଟାର୍ଗେଟ୍‌ କରିଛନ୍ତି ପାଣ୍ଡିଆନ । ସେ କହିଛନ୍ତି, ଗତ ନିର୍ବାଚନ ସମୟରେ ଜଣେ କେନ୍ଦ୍ରମନ୍ତ୍ରୀ ଆସିଥିଲେ, ବହୁତ ବଡ ବଡ କଥା କହିଥିଲେ ।

ଗତ ନିର୍ବାଚନରେ ଆପଣଙ୍କ ଆଶୀର୍ବାଦରେ ଭାଜପା ପ୍ରାର୍ଥୀ ବିଜୟୀ ହୋଇଥିଲେ । କିନ୍ତୁ ୫ ବର୍ଷରେ କଣ କରିଛନ୍ତି ଟିକେ ଚିନ୍ତା କରନ୍ତୁ । ୫ ବର୍ଷ ନେଲେ, କିନ୍ତୁ କିଛି କାମ କଲେନି । ଏବେ ପୁଣି ଭୋଟ ମାଗିବାକୁ ଆସିଲେ ପଚାରିବେ ୫ ବର୍ଷ କେଉଁଠି ଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+